Latest Odisha News
Browsing Tag

Thithan and Rehabilitation Package

ସମଲେଇ ବିକାଶ ଯୋଜନା: ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ସମ୍ବଲପୁରର ପ୍ରସିଦ୍ଧ ମା ସମଲେଶ୍ବରୀ ମନ୍ଦିର ତଥା ଆଖପାଖ ଅଞ୍ଚଳର ବିକାଶ ପାଇଁ ସମଲେଇ ଯୋଜନା । ଆଜି ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା…