ପଶ୍ଚିମା ଝଡ ପ୍ରଭାବ: ଆଜିଠୁ ୫ ଦିନ ଧରି ବର୍ଷିବ
ଭୁବନେଶ୍ୱର:ଆଜିଠୁ ୫ ଦିନ ଧରି ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ ।
ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର…