Latest Odisha News

BREAKING NEWS

Browsing Tag

Thunder Storm

ଆଜି ରାତିରେ ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଆଜି ରାତିରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବ ସେହି ଜିଲ୍ଲା…

ରାତି ୧୦ଟା ସୁଦ୍ଧା କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ସୋମବାର ରାତି ୧୦ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।…

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଚାମୁଣ୍ଡା ଗ୍ରାମରେ ଆଜି ବଜ୍ରପାତରେ ରାମଚନ୍ଦ୍ର ଗୌଡ଼ (୩୨)ନାମକ ଜଣେ ଯୁବକର ମୃତ୍ୟୁ ଘଟିଛି | ସେହିପରି ଭାବେ ବଜ୍ରପାତରେ ସୁନୀଲ କୁମାର ରାଉତଙ୍କୁ ଗୁରୁତର ଅବସ୍ଥାରେ ଉପଖଣ୍ଡ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା | ତାଙ୍କ…

ଘଡଘଡି ସହ ବର୍ଷା ଆଶଙ୍କା, ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ପ୍ରାୟ ୧୧ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛିା ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଦିନ ୩ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଖୋର୍ଦ୍ଧା,…

କାଳବୈଶାଖୀ ଆଶଙ୍କା: କଟକ ସମେତ ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ନବରଙ୍ଗପୁର, ନୂଆପଡା,…

ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ଓଡିଶାର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ସୁନ୍ଦରଗଡ, କେନ୍ଦୁଝର,,ଦେବଗଡ,…

କାଳବୈଶାଖୀ ଆଶଙ୍କା, ୯ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର,…