ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୮ ଜିଲ୍ଲାରେ ରାତି ୭ଟା…