ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪ ଦିନ ଯାଏ ହିଟୱେଭ୍ ସହ କାଳବୈଶାଖୀ
ଭୁବନେଶ୍ୱର: ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ଆଜି ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାକି ପରବର୍ତ୍ତୀ ୨୪ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗର ବୁଲେଟିନ୍ ଅନୁସାରେ, ୧୨ ତାରିଖ…