Latest Odisha News

BREAKING NEWS

Browsing Tag

Thunderstorm

ଆଉ ୫ ଦିନ କାଳବୈଶାଖୀ, ଏବେ ତାତି ଓ ଗୁଳୁଗୁଳିରୁ ମିଳିବନି ଆଶ୍ୱସ୍ତି

ଭୁବନେଶ୍ୱର: ତାତିରୁ ମିଳିବନି ତ୍ରାହି । ଲାଗି ରହିବ କାଳବୈଶାଖୀ । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ସହ କାଳବୈଶାଖୀ ଅନୁଭୂତ ହେବ । କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା…

କାଳବୈଶାଖୀ ପରେ ତତକ୍ଷଣାତ୍ ବିଦ୍ୟୁତ୍ ସରବରାହ ପାଇଁ ଏସ୍ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଲାଗି ରହିଥିବା ବେଳେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କଟି ଯାଉଛି । ଗ୍ରାହକ ଫୋନ୍ କଲେ ଉତ୍ତର ଆସୁଛି… ଗଛ ପଡ଼ି ମେନ୍ ଲାଇନ୍ କଟି ଯାଇଛି । ୩ ଘଣ୍ଟା ଲାଗିବ । ଏଭଳି ସ୍ଥିତି ପ୍ରାୟ ସବୁ ସ୍ଥାନରେ ଉପୁଜିଥିବା ବେଳେ ଅସହ୍ୟ ଗ୍ରୀଷ୍ମ ପ୍ରବାହ…

ବୈତରଣୀ ବ୍ରିଜରେ ବନ୍ଦେ ଭାରତ ରାସ୍ତା ରୋକିଲା କାଳବୈଶାଖୀ

ଯାଜପୁର: କାଳବୈଶାଖୀ ବର୍ଷା ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ୍ ଅଧା ବାଟରେ ଅଟକି ରହିଛି । ଯାଜପୁର ଜିଲ୍ଲା ବୈତରଣୀ ରୋଡ୍ ଓ ମଞ୍ଜୁରୀ ରୋଡ୍ ମଧ୍ୟରେ ଅପରାହ୍ଣ ୪ଟା ୩୫ରୁ ଅଟକି ରହିଛି ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀରୁ-ହାୱଡ଼ା ଅଭିମୁଖେ ଯାଉଥିବା ବେଳେ କାଳବୈଶାଖୀ ଯୋଗୁ ଗଛ ଭାଙ୍ଗି ତାର…

୫ ଦିନ ଯାଏ କାଳବୈଶାଖୀ, ୪୨ ଡିଗ୍ରୀ ଉପରେ ରହିବ ପାରଦ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷା ଲାଗି ରହିବ । ଏଥିସହ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । https://twitter.com/mcbbsr/status/1659858927092383744 ଆଗାମୀ…

୪୦ ଉପରେ ୧୮ ସହର, ୫ ଦିନ ଯାଏ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଆଜି ୧୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୫ ଦିନ ଯାଏ ସର୍ବୋଚ୍ଚ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଜି ବଲାଙ୍ଗିରରେ ରାଜ୍ୟର ସର୍ବୋଚ୍ଚ ଦିନ…

ରାଜ୍ୟକୁ ଫେରିଲା ତାତି, ୪୦ ଉପରେ ୭ ସହର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସାମାନ୍ୟ ବଢ଼ିଛି । କାଳବୈଶାଖୀ ପ୍ରଭାବ କମିବା ପରେ ରାଜ୍ୟରେ ବୃଦ୍ଧି ପାଇଛି ତାପମାତ୍ରା । ଆଜି ରାଜ୍ୟର ୭ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ…

ସନ୍ଧ୍ୟା ୭ଟା ଯାଏ କଟକ, ଭୁବନେଶ୍ୱର ସହ ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରାଜ୍ୟର ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା ସନ୍ଧ୍ୟା ୭ଟା ଯାଏ ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ୱିନ୍ ସିଟି ସହ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ନେଇ ଜଗତସିଂହପୁର,…

ସନ୍ଧ୍ୟା ୬ଟା ଯାଏ ୧୮ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ୧୮ ଜିଲ୍ଲାରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସନ୍ଧ୍ୟା ୬ଟା ଯାଏ ୧୮ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝୁଙ୍କ ପବନ ସହ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ,…

କାଳବୈଶାଖୀ ଓ ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ମେ ୫ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବା ବେଳେ ରାଜ୍ୟରେ କାଳବୈଶାଖୀ ଆଉ ୪ରୁ ୫ ଦିନ ଲାଗି ରହିବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୪ ତାରିଖ ସକାଳ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି…

ଆଉ ୫ ଦିନ ଘଡ଼ଘଡ଼ି ବର୍ଷା, ୩୦ରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଆଉ ୫ ଦିନ ଲାଗି ରହିବ । ୨ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ହେବାକୁ ଥିବା ବେଳେ ୩୦ ତାରିଖରେ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ…