Latest Odisha News

BREAKING NEWS

Browsing Tag

Thunderstorm

ଆଉ ୫ ଦିନ ଘଡ଼ଘଡ଼ି ବର୍ଷା, ୩୦ରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଆଉ ୫ ଦିନ ଲାଗି ରହିବ । ୨ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ହେବାକୁ ଥିବା ବେଳେ ୩୦ ତାରିଖରେ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ…

ମେ ୫ ଯାଏ ଆଶ୍ୱସ୍ତି, ବୃଦ୍ଧି ପାଇବନି ଦିନର ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ବଢ଼ିବନି ଦିନର ତାପମାତ୍ରା । ବଙ୍ଗୋପ ସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ…

ଆଉ ୫ ଦିନ କାଳବୈଶାଖୀ, ୨୪ ଘଣ୍ଟା ପାଇଁ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଉତ୍ତରପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଅନ୍ୟପଟେ ରାଜ୍ୟରେ ଆଉ ୫ ଦିନ ଘଡ଼ଘଡ଼ି ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଆଗାମୀ…

୨୬ ଯାଏ ଘଡ଼ଘଡ଼ି ବର୍ଷା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ହେବ ଝୁଙ୍କ ପବନ

ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଦିନ ଯାଏ କାଳବୈଶାଖୀ ବର୍ଷା ହେବ । ୨୬ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ଓ କୁଆପଥର ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି । ୨୫ ତାରିଖରୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ…

୫ ଦିନ ଯାଏ କାଳବୈଶାଖୀ, ୨ ଦିନ ଛେଚିବ କୁଆପଥର

ଭୁବନେଶ୍ୱର: ତାତିରୁ ତ୍ରାହି । ୫ ଦିନ ବର୍ଷା । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି । ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ୨୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ…

ଆଗାମୀ ୩ ଘଣ୍ଟାରେ ୧୫ ଜିଲ୍ଲାରେ କାଳବୈଶାଖୀ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ତାତିରୁ ଆଶ୍ୱସ୍ତି ମିଳିଛି । ପାଣିପାଗରେ ପରିବର୍ତ୍ତନ ଆସିବା ସହ ତାତିରେ ବ୍ରେକ୍ ଲାଗିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲ୍ଲାରେ କାଳବୈଶାଖୀ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ…

ଦିନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୪୩ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର: ତାତିରୁ ତ୍ରାହି ନାହିଁ । ଆଜି ବି ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୮ ଡିଗ୍ରୀ, ଭୁବନେଶ୍ୱରରେ ୪୧.୮ ଡିଗ୍ରୀ, ହୀରାକୁଦରେ ୪୧.୬ ଡିଗ୍ରୀ,…

୨୧ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା, ୧୯ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିବ ଘଡ଼ଘଡ଼ି ବର୍ଷା । ୧୯ ତାରିଖ ପରେ ଆହୁରି ଖସିବ ପାରଦ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୧୯ ତାରିଖ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ ।…

ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ୪୦ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ୱର: ଉପନିର୍ବାଚନକୁ ନେଇ ଝାରସୁଗୁଡ଼ାରେ ରାଜନୈତିକ ଉଷ୍ମତା ରହିଥିବା ବେଳେ ସେଠି ପାଣିପାଗ ବି ଉଷ୍ମ ରହିଛି । ଗତକାଲି ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଥିବା ବେଳେ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ଆଜି ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡାରେ ପାରଦ ୪୦.୪ ଡିଗ୍ରୀ…

ତାତିରୁ ମିଳିବ ଆଶ୍ୱସ୍ତି, ଘଡ଼ଘଡ଼ି ବର୍ଷା ନେଇ ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି, ଭିଜାଇବ ଘଡ଼ଘଡ଼ି ବର୍ଷା । ରାଜ୍ୟର ଅନେକ ସହରରେ ପାରଦ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିଥିବା ବେଳେ ଆଜି ଘଡ଼ଘଡ଼ି ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ,…