୪୩ ଡିଗ୍ରୀରେ ଭାଜି ହେଲା ଝାରସୁଗୁଡ଼ା, କାଲି ଘଡ଼ଘଡ଼ି ବର୍ଷା ନେଇ ୧୯ ଜିଲ୍ଲାକୁ ଆଲର୍ଟ
ଭୁବନେଶ୍ୱର: ଆଜି ରାଜ୍ୟରେ ତାପମାତ୍ରା ସାମାନ୍ୟ କମିଥିବା ବେଳେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇଛି । ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି । ଆଜି ୪୧ ଡିଗ୍ରୀ ଉପରେ ୧୦ ସହର ରହିଥିବା ବେଳେ ୪୨ ଡିଗ୍ରୀ ଟପିଛି ୪ ସହର ।
ବୌଦ୍ଧର ସର୍ବୋଚ୍ଚ…