Latest Odisha News

BREAKING NEWS

Browsing Tag

Thunderstorm

ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ, ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ତାତିରୁ ନାହିଁ ଆଶ୍ୱସ୍ତି । ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶା ତାତିରେ ସିଝିବ । ଅନ୍ୟପଟେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ପ୍ରବଳ ଗୁଳୁଗୁଳିଆ ଅନୁଭୂତ ହେବ । ଗ୍ରୀଷ୍ମ ପ୍ରବାହ, ଗୁଳୁଗୁଳି ସହ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ଆକଳନ କରିଛି…

ଟ୍ୱିନ୍‌ ସିଟିରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ଦିନ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏହାସହିତ ରାଜ୍ୟର ୧୦ ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହିତ ହାଲୁକା ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ…

୨୨ ଯାଏ କାଳବୈଶାଖୀ, ଆଜି ୪୦ ଉପରେ ୧୧ ସହର

ଭୁବନେଶ୍ୱର: ଓଡ଼ିଶାରେ ତାତି ସହ କାଳବୈଶାଖୀ ଲାଗି ରହିଛି । ଆଗକୁ ଆସୁଛି ବାତ୍ୟା । ଆଜି ୧୧ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । ୪୧.୫ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର । ସେହିଭଳି ସୁନ୍ଦରଗଡ଼-ଟିଟିଲାଗଡ଼-ସୋନପୁର ଆଦି ସ୍ଥାନରେ ପାରଦ ୪୧ ଡିଗ୍ରୀ…

ଘଡ଼ଘଡ଼ି ବର୍ଷା ନେଇ ୫ ଜିଲ୍ଲାକୁ ୩ ଘଣ୍ଟା ଯାଏ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆଜି ବି ହେବ କାଳବୈଶାଖୀ । ଅପରାହ୍ଣରେ ରାଜ୍ୟର ୫ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସାମାନ୍ୟରୁ ମଧ୍ୟମ ଧରଣର ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ଆଶଙ୍କା ରହିଛି । ଏନେଇ କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼,…

କାଳବୈଶାଖୀ ନେଇ ୧୫ ଜିଲ୍କାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର…

୧୧ ଯାଏ କାଳବୈଶାଖୀ, ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି

ଭୁବନେଶ୍ୱର: ରାଜ୍ୟରେ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା କାଳବୈଶାଖୀ ପିଛା ଛାଡ଼ୁନି । ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ଏସଆରସି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି । କାଳବୈଶାଖୀ ନେଇ ୮ ତାରିଖ…

ଆଜି ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ୱାରିଂ ଜାରି 

ଭୁବନେଶ୍ୱର: ଆଜି ଓଡ଼ିଶାର ୮ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।  ଆଜି…

ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର: ଦିନରେ ପ୍ରଚଣ୍ଡ ଖରା ଓ ଅପରାହ୍ନରେ ପବନ, ଘୂର୍ଣ୍ଣିଝଡ ସହ ବର୍ଷା । ଏହା ଥିଲା ଆଜିର ଟ୍ୱିନ ସିଟିର ଦୃଶ୍ୟ । ସନ୍ଧ୍ୟା ନ ହେଉଣୁ ଘୂର୍ଣ୍ଣିଝଡରେ ଚାରିଆଡ ଅନ୍ଧାର ହୋଇଯାଇଥିଲା । ହଠାତ୍ ପବନର ବେଗ ୪୦ରୁ ୬୦ କିମି ବେଗରେ ବୋହିଥିଲା । ଆଜିର କାଳବୈଶାଖୀ ସମ୍ପର୍କରେ ପୂର୍ବରୁ…

ବର୍ଷା ଓ ବଜ୍ରପାତ ନେଇ ୧୭ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଚିଠି

ଭୁବନେଶ୍ୱର: ଭିଜିବ ଓଡ଼ିଶା । ୧୭ରୁ ୨୦ ତାରିଖ ଯାଏ ରାଜ୍ୟରେ ୪ ଦିନ ବର୍ଷା । ବର୍ଷା ଓ ବଜ୍ରପାତ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ପାଣିପାଗ ବିଭାଗ ସୂଚନା ଅନୁସାରେ ୧୭ଟି ଜିଲ୍ଲାର କେତେକ ସ୍ଥାନରେ ୧୭ ତାରିଖରୁ ୧୯ ତାରିଖ ଯାଏ…

ପାଣିପାଗ ସତର୍କ ସୂଚନା; ଆଜି ରାତିରେ ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୦ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ମଧ୍ୟମ ଧରଣର ବର୍ଷା ହେବାର ସତର୍କ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟର ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼,…