କାଳବୈଶାଖୀ ଆଶଙ୍କା: ଭୁବନେଶ୍ୱର ସମେତ ରାଜ୍ୟର ଏହିସବୁ ସ୍ଥାନରେ ଆଲର୍ଟ ଜାରି
ଭୁବନେଶ୍ୱର : ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ଭୁବନେଶ୍ୱର ସମେତ ଏହିସବୁ ସ୍ଥାନରେ ପାଖାପାଖି…