Latest Odisha News

BREAKING NEWS

Browsing Tag

thunderstorms

ଆଗାମୀ ୩ ଘଣ୍ଟାରେ କାଳବୈଶାଖୀ ନେଇ ଖୋର୍ଦ୍ଧା, କଟକ ସହ ୧୩ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ସତର୍କତା । ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ ଝଡ଼ ପବନ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କତା ଅନୁସାରେ, ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ…

ରାଜ୍ୟରେ ବଜ୍ରପାତ ଯୋଗୁ ଯାଇଛି ୨୧୩ ଜଣଙ୍କ ଜୀବନ

ନୂଆଦିଲ୍ଲୀ: ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ର ବାର୍ଷିକ ଜଳବାୟୁ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ ୨୦୨୧ ମସିହାରେ ବର୍ଷା ,ଘଡଘଡି ଓ ବିଜୁଳି ଯୋଗୁ ଭାରତରେ ମୋଟ ୧୭୫୦ ଜଣ ଲୋକଙ୍କର ମୃତ୍ୟୁ ଘଟିଛି। ସେଥିରୁ ବିଜୁଳି ଓ ଘଡଘଡି ନେଇଛି ୭୮୭ ଜଣଙ୍କ ଜୀବନ।…

ଓଡ଼ିଶାର ୨୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୨୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଗୁରୁବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର। ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, ବରଗଡ, ନୂଆପଡା, ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର), ନୟାଗଡ଼, ବଲାଙ୍ଗିର, ଗଞ୍ଜାମ,…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ ସହର, ଟିଟିଲାଗଡ଼ ସବୁଠୁ ତତଲା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି, ଆସୁଛି କାଳବୈଶାଖୀ ବର୍ଷା । ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଲାଗି ରହିଥିବା ବେଳେ ଆସନ୍ତା ୮ ତାରିଖରୁ ୧୧ ଯାଏ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ରାଜ୍ୟର ୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ତତଲାଗଡ଼…

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କୋରାପୁଟ, ରାୟଗଡା, ଢେଙ୍କାନାଳ, କେନ୍ଦ୍ରାପଡା,…