ତିଗିରିଆ ବନାଞ୍ଚଳ ଭିରୁଡ଼ା ଜଙ୍ଗଲରୁ ମିଳିଲା କଲରାପତରିଆ ବାଘର ମୃତଦେହ
କଟକ: ପୁଣି ଏକ ବାଘର ମୃତଦେହ ଠାବ କରାଯାଇଛି । ଆଠଗଡ଼ ବନଖଣ୍ଡ ତିଗିରିଆ ବନାଞ୍ଚଳର ଭିରୁଡ଼ା ଜଙ୍ଗଲରେ ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର କରାଯାଇଛି । ବାରହା ଶିକାର ପାଇଁ ବିଛା ଯାଇଥିବା ଫାଶରେ ପଡ଼ି ବାଘର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ବାଘର ମୃତଦେହ ଠାବ ପରେ ଏହି ଘଟଣାକୁ ନେଇ…