Latest Odisha News
Browsing Tag

Tirtol Bypoll

କାଲି ଆସିବ ଉପନିର୍ବାଚନ ଫଳାଫଳ, ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି

ଭୁବନେଶ୍ୱର: କାହା ଦଖଲରେ ଯିବ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ । କାଲି ଜଣାପଡିବ ସ୍ପଷ୍ଟ ଚିତ୍ର । ଏ ଦୁଇଟି ଆସନରେ ଆସନ୍ତାକାଲି ଭୋଟ ଗଣତି ହେବ । ତେବେ ଏହା ପୂର୍ବରୁ ପ୍ରଶାସନ ପକ୍ଷରୁ ଚୂଡାନ୍ତ ପ୍ରସ୍ତୁତି କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସୂଚନା…

ଦିନ ୧୧ଟା ସୁଦ୍ଧା ବାଲେଶ୍ୱରରେ ୨୭.୬% ଓ ତିର୍ତ୍ତୋଲରେ ୨୪.୯୩% ଭୋଟିଂ

ଭୁବନେଶ୍ୱର: ଆଜି ରାଜ୍ୟର ଦୁଇଟି ଆସନରେ ଚାଲିଛି ଉପନିର୍ବାଚନ ପାଇଁ ମତଦାନ । ଉଭୟ ବିଧାନସଭା ଆସନ ଲଗି ମତଦାନ ପ୍ରକ୍ରିୟା ଶାନ୍ତି ଶୃଙ୍ଖଳାର ସହ ଚାଲିଛି । ତେବେ ସକାଳୁ ସକାଳୁ ମତଦାନ ହାର ସେଭଳି ଅଧିକ ନଜର ଆସିନି । ସକାଳ ୧୧ଟା ସୁଦ୍ଧା ୨୬.୨୪ ପ୍ରତିଶତ ଭୋଟଦାନ ରେକର୍ଡ ହୋଇଛି ।…

ଆଜି ସରୁଛି ପ୍ରଚାର: ଦୁଲୁକୁଛି ବାଲେଶ୍ୱର ଓ ତିର୍ତ୍ତୋଲ ବ୍ୟାଟଲ୍ ଗ୍ରାଉଣ୍ଡ

ଭୁବନେଶ୍ୱର: ହାତରେ ରହିଲା ଆଉ ମାତ୍ର କେଇ ଘଣ୍ଟାର ସମୟ । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ସରିବ ପ୍ରଚାର । ଭୋଟରଙ୍କୁ ମନାଇବା ପାଇଁ ପ୍ରାର୍ଥୀଙ୍କ ପାଖରେ ଶେଷ ସୁଯୋଗ ରହିଛି । ନିଜ ସପକ୍ଷରେ ଜନମତ ସୃଷ୍ଟି କରିବାକୁ ଲାଗି ପଡ଼ିଛନ୍ତି ତିନି ପ୍ରମୁଖ ଦଳ ବିଜେଡି,…

ବିଜେଡି ପାଇଁ ତିର୍ତ୍ତୋଲରେ ଭୋଟ୍ ମାଗିବେ ଦାମୋଦର ରାଉତ

ଭୁବନେଶ୍ୱର: ବିଜେଡି ପାଇଁ ପ୍ରଚାର କରିବେ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ । ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ବିଜୟ ବିଜୟ ଶଙ୍କର ଦାସଙ୍କ ପାଇଁ ଭୋଟ୍ ମାଗିବେ । କାଲି ସେ ତିର୍ତ୍ତୋଲ ଯିବେ । ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ ନେତା ଦାମୋଦର ରାଉତ । ବିଜେଡିକୁ ଭୋଟ ଦେବା ପାଇଁ…

ଉପନିର୍ବାଚନ ପୂର୍ବରୁ ମିଶ୍ରଣ ପର୍ବ, ବିଜେଡିରେ ମିଶିଲେ ରମାକାନ୍ତ ଭୋଇ

ଜଗତସିଂପୁର: ତିର୍ତ୍ତୋଲ ଓ ବାଲେଶ୍ୱର ଉପନିର୍ବାଚନ ପାଇଁ ବ୍ୟୁହ ରଚନା କରୁଛି ବିଜେଡି । ରଣନୀତି ପ୍ରସ୍ତୁତି ଭିତରେ ଚାଲିଛି ମିଶ୍ରଣ ପର୍ବ । ଆଜି ବିଜେଡିରେ ଯୋଗ ଦେଇଛନ୍ତି ବିଜେପି ଛାଡିଥିବା ରମାକାନ୍ତ ଭୋଇ । ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର, ଦେବାଶିଷ ସାମନ୍ତରାୟ ଓ ସାଂସଦ…