Latest Odisha News

BREAKING NEWS

Browsing Tag

Tirtol

କୋର୍ଟରେ ରେକର୍ଡ ହେଲା ସୋମାଲିକାଙ୍କ ବୟାନ, କହିଲେ ‘ନ୍ୟାୟ ନ ମିଳିଲେ ରାସ୍ତାକୁ ଓହ୍ଲାଇବି’

ଜଗତସିଂହପୁର: ଥାନା ପରେ କୋର୍ଟରେ ରେକର୍ଡ ହେଲା ସୋମାଲିକାଙ୍କ ବୟାନ । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ସୋମାଲିକା ଏତଲା ଦେଇଥିଲେ । ସୋମାଲିକାଙ୍କ ଏତଲା ଅନୁସାରେ ପୂର୍ବରୁ ପୋଲିସ ବୟାନ ରେକର୍ଡ କରିଥିବା ବେଳେ ଆଜି କୋର୍ଟରେ ବୟାନ ରେକର୍ଡ କରାଯାଇଛି । ଜଗତସିଂହପୁର…

ସାନି ଏତଲା ପରେ ବିଜୟଙ୍କୁ ନେଇ ତିର୍ତ୍ତୋଲ ଗରମ, ପୋଲିସ କାହିଁକି ଚୁପ୍ ?

ଜଗତସିଂହପୁର: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଲାଗି ଅଡ଼ୁଆ ବଢ଼ିବାରେ ଲାଗିଛି । ପ୍ରେମିକା ସୋମାଲିକାଙ୍କ ସାନି ଏତଲା ପରେ ବିଜୟ ଶଙ୍କରଙ୍କ ବିରୋଧରେ ରାଜନୈତିକ ପ୍ରତିବାଦ ଶାଣିତ ହେବାରେ ଲାଗିଛି । ମଙ୍ଗଳବାର କଂଗ୍ରେସ ବିଧାୟକ ବିଜୟ ଶଙ୍କରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି…

ସୋମାଲିକାଙ୍କ ନିଆଁରେ ଘିଅ ଢ଼ାଳିଲା କଂଗ୍ରେସ

ଜଗତସିଂହପୁର: ତିର୍ତ୍ତୋଲ ବିଧାୟକଙ୍କ ଅଡ଼ୁଆ ବଢ଼ୁଛି । ହାଇକୋର୍ଟ ନିର୍ଦ୍ଦେଶ ପରେ ପୋଲିସ ସୋମାଲିକାଙ୍କ ସାନି ଏତଲାକୁ ଗ୍ରହଣ କରି ମାମଲା ରୁଜୁ କରିଛି । ଇତି ମଧ୍ୟରେ ପୋଲିସ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ସୋମାଲିକା ଦାଶ କରିଥିବା ମାମଲାରେ ସୋମାଲିକାଙ୍କୁ ଜେରା…

ରାଉଣ୍ଡ-୧୪: ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ଶଙ୍କର ଦାସ ଆଗୁଆ

ତିର୍ତ୍ତୋଲ: ତିର୍ତ୍ତୋଲ ବିଧାନସଭାରେ ଆଗରେ ରହିଛି ବିଜେଡି । ୧୪ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୨୦୯୪୬ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୪୬୯୩୧ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ…