Latest Odisha News

BREAKING NEWS

Browsing Tag

Titilagarh

ଭିଜିଲାନ୍ସ ପଞ୍ଝାରେ ଟିଟିଲାଗଡ଼ ରେଞ୍ଜର ଶିବ ପ୍ରସାଦ ଦାସ

ବଲାଙ୍ଗୀର :  ଭିଜିଲାନ୍ସ ଜାଲରେ ପଡ଼ିଲେ ରେଞ୍ଜର ଶିବପ୍ରସାଦ ଦାସ  । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଟିଟିଲାଗଡ ରେଞ୍ଜରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ। ଏକ କାଳୀନ ଚାରୋଟି ସ୍ଥାନରେ ଭିଜିଲାନ୍ସର ଟିମ୍ ଚଢାଉ କରିଛି । ବଲାଙ୍ଗୀର, ସମ୍ବଲପୁର, ବରଗଡ ଓ ସୋନପୁର ରେ ଭିଜିଲାନ୍ସର ଚଢ଼ାଉ…

ଜିଲ୍ଲା ମାନ୍ୟତା ଦାବିରେ ଟିଟିଲାଗଡ଼ ୧୨ ଘଣ୍ଟିଆ ବନ୍ଦ

ଟିଟିଲାଗଡ଼: ଟିଟିଲାଗଡ଼ରେ ଆଜି ଅଖ ଚକ ବନ୍ଦ । କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଟିଟିଲାଗଡ଼ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏଁ ହେଉଛି ବନ୍ଦ ପାଳନ କରାଯିବା ନେଇ ସୂଚନା ।ଏନେଇ ଟିଟିଲାଗଡ଼ ଏଡିଜେ କୋର୍ଟ ସମ୍ମୁଖରେ…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ ସହର, ଟିଟିଲାଗଡ଼ ସବୁଠୁ ତତଲା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି, ଆସୁଛି କାଳବୈଶାଖୀ ବର୍ଷା । ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଲାଗି ରହିଥିବା ବେଳେ ଆସନ୍ତା ୮ ତାରିଖରୁ ୧୧ ଯାଏ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ରାଜ୍ୟର ୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ତତଲାଗଡ଼…

ଦ୍ୱିତୀୟ ଡୋଜ୍ କୋଭିଡ୍ ଟିକା ନେବା ପରେ କିରାଣି କରୋନା ସଂକ୍ରମିତ

ବଲାଙ୍ଗିର: କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ୍ ନେବା ପରେ କରୋନା । ବଲାଙ୍ଗିର ଜିଲ୍ଲାରେ କାର୍ଯ୍ୟରତ ରାଜ୍ୟ ସରକାରଙ୍କ ଜଣେ କର୍ମଚାରୀ ଦ୍ୱିତୀୟ ଡୋଜ୍ କରୋନା ଟିକା ନେବା ପରେ ବି କୋଭିଡ୍ ସଂକ୍ରମିତ ହୋଇଛନ୍ତି । ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କିରାଣି ଭାବେ କାର୍ଯ୍ୟରତ…