ଟିଟିଲାଗଡ଼ ଟାଙ୍ଗରପଡ଼ା ହତ୍ୟାକାଣ୍ଡର ଆସିଲା ରାୟ
ଟିଟିଲାଗଡ଼ : ଟିଟିଲାଗଡ଼ ସହର ହାଟପଦା ସ୍ଥିତ ଟାଙ୍ଗରପଡ଼ାରେ ୨୦୧୭ ମସିହା ଜୁନ୍ ୨୨ ରେ ହୋଇଥିବା ହତ୍ୟାକାଣ୍ଡର ରାୟ ଶୁଣାଣି ହୋଇଛି।ହତ୍ୟାକାରୀ ସ୍ୱାମୀକୁ ଦଶ ବର୍ଷ ସଶ୍ରମ କାରାଦଣ୍ଡ ସହ ୧ ଲକ୍ଷଟଙ୍କା ଫାଇନ କରାଯାଇଛି।ଫାଇନ ଅନାଦେୟ ଦୁଇ ବର୍ଷ ଅତିରିକ୍ତ ଜେଲ ଦଣ୍ଡର ଶୁଣାଣି କରିଛନ୍ତି…