Latest Odisha News

BREAKING NEWS

Browsing Tag

Tito

ଟିଟୋ ସହଯୋଗୀ ଜିଲ୍ଲା ବିଜେଡି ଉପସଭାପତି, ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଲେ ସମ୍ବିତ

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି ଭାବେ ଗ୍ଯାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁଙ୍କୁ ନିଯୁକ୍ତି ପରେ ବିବାଦ ଉପୁଜିଛି । ବାପୁ ପରିଡ଼ା ନାଁ କିଏ ଦେଲା ? ତାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ସରକାରୀ ମୁଖ୍ୟ…

ଝାରପଡା ଜେଲକୁ କାହିଁକି ଆସିଲେ ଗ୍ୟାଙ୍ଗଷ୍ଟର ଟିଟୋ; ଜାଣନ୍ତୁ

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ହେବାକୁ ଥିବା ସାଧାରଣ ନିର୍ବାଚନକୁ ନଜରରେ ରଖି ଗ୍ୟାଙ୍ଗଷ୍ଟର ଟିଟୋକୁ ଭୁବନେଶ୍ୱର ସ୍ଥିତ ଝାରପଡା ଜେଲକୁ ସ୍ଥାନନ୍ତରିତ କରାଯାଇଛି । ଟିଟୋକୁ ଶୁକ୍ରବାର ଦିନ କଡା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱର କୋର୍ଟରେ ହାଜର କରାଯାଇଥିଲା । ଗଣମାଧ୍ୟମକୁ ସୂଚନା…