ଚମକିଲା ସୁଆଣ୍ଡୋ; ଐତିହାସିକ ଗାଁର ରୂପ ନେଲା ଉତ୍କଳମଣିଙ୍କ ଜନ୍ମପୀଠ
ସୁଆଣ୍ଡୋ: ଐତିହାସିକ ଗାଁର ରୂପ ନେଲା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଗ୍ରାମ । ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋ ଗ୍ରାମକୁ ଯାଇ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ସହ ଗୋପବନ୍ଧୁଙ୍କ ପୂର୍ଣ୍ଣ ଅବୟବ ପ୍ରତିମୂର୍ତ୍ତିର ଅନାବରଣ କରିଛନ୍ତି ।
ଆଜି ସକାଳେ…