Latest Odisha News
Browsing Tag

TMC

‘ପଶ୍ଚିମବଙ୍ଗ ରାଜନୀତି’ ଉସକାଇଲା ବିଜେପି, ଡେଇଁଲେ ଦିଦି !

ଭୁବନେଶ୍ୱର: ଚର୍ଚ୍ଚାରେ ଏବେ ପଶ୍ଚିମବଙ୍ଗ ରାଜନୀତି। ପଶ୍ଚିମବଙ୍ଗରେ ବେଶ ପ୍ରଭାବୀ ଢଙ୍ଗରେ ଶାସନ କରୁଥିବା ତୃଣମୂଳ କଂଗ୍ରେସ ଦେଶର ବିଭିନ୍ନ ରାଜ୍ୟରେ ନିଜର କାୟା ବିସ୍ତାର ପାଇଁ ଉଦ୍ୟମ କରୁଛି। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଦେଶର ଏକ ପ୍ରମୁଖ ବିରୋଧୀ ଭାବେ ନିଜକୁ ଆଗକୁ ଆଣିବାକୁ…

‘ବିରୋଧୀ ଦଳ’ ଯେତେ ବିରୋଧ କରିବେ, ସେତେ ଫସିବେ !

ଭୁବନେଶ୍ୱର: ଗୋଟିଏ ପଟେ ବିରୋଧୀ ଏକାଠି ହେଉଛନ୍ତି। ଆଉ ଗୋଟିଏ ପଟେ ସିବିଆଇ ଇଡିର ସଂଢୁଆସି ଆକ୍ରମଣ ଜୋରଦାର ହେଉଛି। ପ୍ରମୁଖ ବିରୋଧୀ ବୋଲି କୁହାଯାଉଥିବା କଂଗ୍ରେସର ନେତା ରାହୁଲ ଗାନ୍ଧୀଙ୍କ ଅବସ୍ଥାକୁ ନେଇ ସବୁଆଡେ ଚର୍ଚ୍ଚା। ଏଥିସହିତ ଅନ୍ୟ ପ୍ରମୁଖ ବିରୋଧି ମାନେ ହେଲେ ଆମ ଆଦମୀ ପାର୍ଟି,…

‘ଜାତୀୟ ଦଳ ମାନ୍ୟତା ପ୍ରସଙ୍ଗ’ ନିଜ କଥା ଭାବିବେ ନା ବିରୋଧ କରିବେ?

ଭୁବନେଶ୍ୱର: ଆମ ଆଦମୀ ପାର୍ଟି ଶିବିରରେ ହସଖୁସି। ତୃଣମୂଳ କଂଗ୍ରେସ ଓ ଏନସିପି ଶିବିରରେ ନିରାଶାର ଛାଇ। ଏଭଳି କିଛି ଦେଖିବାକୁ ମିଳିଛି ଜାତୀୟ ରାଜନୀତିରେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନେତୃତ୍ବାଧୀନ ଆପକୁ ଜାତୀୟ ରାଜନୈତିକ ଦଳ ଭାବେ ଘୋଷଣା କରାଯାଇଛି। ଗୁଜୁରାଟ…

ଏଥର ସଫଳ ହେବ ବିରୋଧୀ ମେଳି !

ଭୁବନେଶ୍ୱର: ବିଜେପିକୁ ଶାସନରୁ ହଟାଇବା ପାଇଁ ଏକାଠି ହେଉଛନ୍ତି ବିରୋଧୀ। ଧୀରେ ଧୀରେ ଏହା ବ୍ୟାପକ ହେଉଛି। କିନ୍ତୁ ନେତୃତ୍ୱକୁ ନେଇ ସ୍ପଷ୍ଟତା ଆସୁ ନାହିଁ। କାହା ନେତୃତ୍ୱରେ ବିରୋଧି ଏକାଠି ହେବେ ତାକୁ ନେଇ ଦ୍ବନ୍ଦ୍ୱ ଏବେ ବି ରହିଛି। ରାହୁଲଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଓ ତାଙ୍କ…

ଦିଦିଙ୍କ ପୁଣି ଥିରେ ଦିଲ୍ଲୀ ଚଲୋ ଡାକରା, ବିଜେପିକୁ ସରକାରରୁ ହଟାଇବାକୁ ନବୀନଙ୍କ ସହ ଅନ୍ୟ ବିରୋଧୀଙ୍କୁ କଲେ ଆହ୍ବାନ 

କୋଲକାତା: ବିଜେପି ବିରୋଧରେ ଏକଜୁଟ ହେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆହ୍ବାନ ଜାତୀୟ ରାଜନୀତିକୁ ସରଗରମ କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ ବିରୋଧୀ ଦଳ ନେତାଙ୍କୁ ମମତା ଆହ୍ବାନ ଦେଇ ପୁଣିଥରେ ଏକ ବିକଳ୍ପ ସାମୁଖ୍ୟ ଆଡକୁ ଇସାରା କରିଛନ୍ତି ।…

କାହାର ହେବେ ନବୀନ ?

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଦେଶବ୍ୟାପୀ ବିରୋଧୀଙ୍କ ନଜର ଏବେ ନବୀନଙ୍କ ଉପରେ। ବିଜେପିକୁ ଶାସନରୁ ହଟାଇବା ପାଇଁ ବିରୋଧୀ ଏକାଠି ହେଉଛନ୍ତି। ଏଭଳି ସ୍ଥିତିରେ ୫ ପାଳି ନିରଙ୍କୁସ ଭାବେ ଓଡ଼ିଶାର ଶାସନ ଭାର ସମ୍ଭାଳି ଆସୁଥିବା ନବୀନଙ୍କୁ କିଏ ନିଜ ପକ୍ଷକୁ ନେଇପାରିବ ତାକୁ ନେଇ…

ଆସନ୍ତା ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମମତା ବାନାର୍ଜୀ !

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ମେଳି ଦେଖିବାକୁ ମିଳୁଛି । କଂଗ୍ରେସ ଠାରୁ ତୃଣମୂଳ କଂଗ୍ରେସ ଦୂରେଇ ଯାଉଥିବା ବେଳେ ଆସନ୍ତା ସପ୍ତାହରେ ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମମତା…

ବିରୋଧୀ ଯେଉଁଠି ରେଡ୍ ସେଇଠି !

ଭୁବନେଶ୍ୱର: କୌଣସି ନିର୍ବାଚନ ଆସିଲେ ବିରୋଧୀ ଦଳର ନେତାଙ୍କ ଉପରେ ସିବିଆଇ, ଇଡି ଓ ଇନକମ ଟ୍ୟାକ୍ସ ଚଢ଼ାଉ କରାଯାଏ ବୋଲି ଅଭିଯୋଗ ହୋଇଆସୁଛି। କେନ୍ଦ୍ରର ବିଜେପି ସରକାର ଏହାକୁ ଅସ୍ତ୍ର କରି ବିରୋଧୀଙ୍କ ଉପରେ ଚାପ ସୃଷ୍ଟି କରୁଥିବା ଅଭିଯୋଗ ହେଉଛି। ଏପରିକି ବିଭିନ୍ନ ରାଜ୍ୟରେ ଏବେ ସିବିଆଇ…

ଡିଜେ ବଜାଇବାକୁ ମନା କରିବାରୁ ଟିଏମ୍‌ସି ନେତାଙ୍କୁ ପିଟିପିଟି ମାରିଦେଲେ

କୋଲକାତା: ଡିଜେ ବଜାଇବାକୁ ମନା କରିବାରୁ ଟିଏମ୍‌ସି ନେତାଙ୍କୁ ଅତି ନିଷ୍ଠୁର ଭାବେ ପିଟିପିଟି ମାରିଦେଲେ କିଛି ଯୁବକ ପଶ୍ଚିମବଙ୍ଗ ମାଲଦାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ଟିଏମ୍‌ସି ଡେପୁଟି ଚିଫ୍‌ ଅଫଜଲ ମୋମୀନଙ୍କୁ ପିଟିପିଟି ମାରିଦେଇଛନ୍ତି ଉଦ୍‌ଭ୍ରାନ୍ତ ଯୁବକମାନେ। ମୋଥା ବାରି…

ଗିରଫ ହେଲେ ତୃଣମୂଳ କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ସାକେତ ଗୋଖଲେ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ସାକେତ ଗୋଖଲେ ଗିରଫ  । ବିଳମ୍ବିତ ରାତିରେ ରାଜସ୍ଥାନର ଜୟପୁର ବିମାନବନ୍ଦରରୁ ଗିରଫ କରିଛି ଗୁଜରାଟ ପୁଲିସ । ମୋର୍ବୀ ବ୍ରିଜ୍‌ ଭୁଶୁଡ଼ିବା ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ମିଥ୍ୟା ପ୍ରଚାର କରିବା…