ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ
ନୂଆଦିଲ୍ଲୀ : ଆଜି ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ସମାରୋହରେ ତାଙ୍କୁ ଶପଥପାଠ କରାଇଛନ୍ତି । ୧୦ ନଭେମ୍ୱର ୨୦୨୪ ପର୍ଯ୍ୟନ୍ତ ସେ କାର୍ଯ୍ୟରେ ରହିବେ । ସେ ସୁପ୍ରିମକୋର୍ଟର ୫୦ତମ ପ୍ରଧାନ…