ରାଜ୍ୟବାସୀଙ୍କ ପାଇଁ ଖୁସି ଖବର, ଆଜି କରୋନାରୁ ସୁସ୍ଥ ହେଲେ ୨୪୮୩ ଜଣ
ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବଢିଛି । ରାଜ୍ୟରେ ଆଜି ୨ ହଜାର ୪ଶହ ୮୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୪୯୬ ଥିବା ବେଳେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଛନ୍ତି ୧୨ ଲକ୍ଷ…