Latest Odisha News
Browsing Tag

Today

ଆଜିଠୁ ଅଫଲାଇନରେ ଟିକେଟ୍ କିଣିପାରିବେ ହକି କ୍ରିଡ଼ାପ୍ରେମୀ, ୧୧ଟାରୁ ସନ୍ଧ୍ୟା ୭ଯାଏଁ କାଉଣ୍ଟର ଖୋଲା

ଭୁବନେଶ୍ୱର : ଆଜିଠୁ ଅଫଲାଇନରେ ଏବେ ଟିକେଟ ପାଇପାରିବେ ହକି କ୍ରୀଡ଼ାପ୍ରେମୀ ।  ପୂର୍ବାହ୍ନ ୧୧ଟରୁ ସନ୍ଧ୍ୟା ୭ଟା ଯାଏ କାଉଣ୍ଟର ଖୋଲା ରହିବ । ଜାନୁଆରୀ ୧୩ରେ ଭୁବନେଶ୍ୱର, ରାଉରକେଲାରେ ଖେଳାଯିବ ପୁରୁଷ ହକି ବିଶ୍ୱକପ୍‌ । ୨୯ ତାରିଖରେ ଶେଷ ହେବ ଏହି ଟୁର୍ଣ୍ଣାମେଣ୍ଟ । ପୂର୍ବରୁ…

ଆଜି ଘୋଷଣା ହେବ ୫ ରାଜ୍ୟର ନିର୍ବାଚନ ତାରିଖ

ନୂଆଦିଲ୍ଲୀ: ଆଜି ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଏବଂ ମଣିପୁରରେ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯିବ। ଆଜି ଅପରାହ୍ନ ୩.୩୦ ସମୟରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀରେ ଏହା ଘୋଷଣା କରିପାରନ୍ତି। ସୂଚନାନୁସାରେ, ୟୁପିରୁ ୬ରୁ ୭ମ ପର୍ଯ୍ୟାୟରେ ୟୁପିରେ…

ଆଜି ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଭୁପେନ୍ଦ୍ର ପଟେଲ

ନୂଆଦିଲ୍ଲୀ: ସୋମବାର ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ୧୭ ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଭୁପେନ୍ଦ୍ର ଆଜି ଅପରାହ୍ନ ୨.୨୦ ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଗୃହମନ୍ତ୍ରୀ ଅମିତ ଶାହା ଏହି ଶପଥ ସମାରୋହରେ ଅଂଶଗ୍ରହଣ କରିବା ନେଇ ସୂଚନା ମିଳିଛି।…

ଆଜିଠୁ ରାଜଧାନୀରେ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ: ରାଜଧାନୀରେ ଖେଲିଲା ସ୍କୁଲ। ଦୀର୍ଘ ଦିନର ବ୍ୟବଧାନ ପରେ ୯ରୁ ୧୨ ଶ୍ରେଣୀର ଛାତ୍ରଛାତ୍ରୀମାନେ ଆଜି ସ୍କୁଲ ଯାଇଥିବା ଜଣାପଡ଼ିଛି। କରୋନା ହେତୁ ପିଲାଙ୍କ ସୂରକ୍ଷାକୁ ଦୃଷ୍ଟିରେ ରଖି ଦୀର୍ଘ ଦିନ ଧରି ବିଦ୍ୟାଳୟ ବନ୍ଦ ରଖାଯାଇଥିଲା। ଜାତୀୟ ରାଜଧାନୀରେ କୋଭିଡ ସ୍ଥିତିରେ ସୁଧାର…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୨କୋଭିଡ୍ ପଜିଟିଭ୍ 

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୬୭ରେ ପହଞ୍ଚିଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭…