Latest Odisha News

BREAKING NEWS

Browsing Tag

Tokyo Olympics 2020

ମନେ ରହିବ ଟୋକିଓ ପାରାଲିମ୍ପିକ୍ସ: ୧୯ ପଦକ ଜିତିଲା ଭାରତ

ଟୋକିଓ: ଚଳିତର୍ଷ ପାରାଲିମ୍ପିକ୍ସରେ କମାଲ କରିଛନ୍ତି ଭାରତୀୟ ଖେଳାଳି । ୧୯ଟି ମେଡାଲ୍ ନିଜ ନାଁରେ କରିଛି ଭାରତ । ଏହା ଭିତରେ ଅଛି ୫ଟି ସ୍ୱର୍ଣ୍ଣ, ୮ଟି ରୌପ୍ୟ ଓ ୬ଟି ବ୍ରୋଞ୍ଚ ମେଡାଲ୍ । ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭରେ ଏହା ଭାରତର ଶ୍ରେଷ୍ଠ ପ୍ରଦର୍ଶନ । ପଦକ ତାଲିକାର ଶ୍ରେଷ୍ଠ…

ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଦେଲେ ମୀରାବାଇ ଚାନୁ

ଟୋକିଓ: ଅଲିମ୍ପିକସରେ ପଦକ ଖାତା ଖୋଲିଛି ଭାରତ । ପ୍ରଥମ ପଦକ ଭେଟି ଦେଇଛନ୍ତି ମୀରାବାଇ ଚାନୁ । ରୌପ୍ୟ ପଦକ ହାସଲ କରିଛନ୍ତି ମହିଳା ଭାରୋତ୍ତୋଳକ ମୀରାବାଇ ଚାନୁ । ୪୯ କିଲୋଗ୍ରାମ ବର୍ଗରେ ରୌପ୍ୟ ଜିତିଛନ୍ତି । ସେ ଅଲିମ୍ପିକ୍ସରେ ପଦକ ଦାବିଦାର ଥିଲେ । ତେବେ ଅଳ୍ପକେ ସ୍ୱର୍ଣ୍ଣ ପଦକରୁ…

ବିଜୟରୁ ଅଲିମ୍ପିକ୍ସ ଅଭିଯାନ ଆରମ୍ଭ କଲା ଭାରତୀୟ ପୁରୁଷ ହକି ଟିମ୍

ଟୋକିଓ: ବିଜୟରୁ ଟୋକିଓ ଅଲିମ୍ପିକ୍ସ ଅଭିଯାନ ଆରମ୍ଭ କରିଛି ଭାରତୀୟ ପୁରୁଷ ହକି ଟିମ୍ । ପ୍ରଥମ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ପରାସ୍ତ କରିଛି । କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା । ସତର୍କତାର ସହ ଖେଳି ମ୍ୟାଚ୍ ନିଜ ନିୟନ୍ତ୍ରଣରେ ରଖିଥିଲା ଟିମ୍ ଇଣ୍ଡିଆ । ପ୍ରଥମ…

କରୋନା ଆତଙ୍କ: ବର୍ଷକ ଲାଗି ସ୍ଥଗିତ ରହିଲା ଟୋକିଓ ଅଲିମ୍ପିକ୍ସ

ଟୋକିଓ: ଚଳିତ ବର୍ଷ ଜୁଲାଇ ୨୪ରେ ଜାପାନରେ ଅନୁଷ୍ଠିତ ହେବାକୁ ଥିବା ୨୦୨୦ ଟୋକିଓ ଅଲିମ୍ପିକ୍ସ କରୋନା ଭୂତାଣୁ ସଂକ୍ରମଣ ଲାଗି ସ୍ଥଗିତ ରହିଛି । ଏନେଇ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି ଏବଂ ଜାପାନ ସରକାର କୋଭିଡ୍ ୧୯ ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଏକବର୍ଷ ଲାଗି ସ୍ଥଗିତ ରଖିଥିବା…