କୋଟିଆରେ ଆନ୍ଧ୍ର ପ୍ରଦେଶ ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗ: ସୁପ୍ରିମକୋର୍ଟରେ କାଲି ଶୁଣାଣି
ନୂଆଦିଲ୍ଲୀ: କୋଟିଆରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଓଡ଼ିଶାର ଆବେଦନକୁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ମୁଖ୍ୟ ବିଚାରପତି ମାମଲାର ଶୁଣାଣି କରିବା ପାଇଁ ଆସନ୍ତାକାଲିକୁ ଦିନ ଧାର୍ଯ୍ୟ କରିଛନ୍ତି । ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲେ ଓଡ଼ିଶା ସରକାର । …