Latest Odisha News

BREAKING NEWS

Browsing Tag

TOSALI

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଯାପିତ

ଭୁବନେଶ୍ୱର :  ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନଠାରେ, ଆୟୋଜିତ ୧୮ ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦଯାପିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ଵତ ମିଶ୍ର ଅତିଥି…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ  ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟାରେ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସରୋଜ କୁମାର ପଟେଲ, ସିଡ଼ାକ୍ ର ସଦସ୍ୟ ସଚିବ ଶିଶିର କୁମାର ରଥ ଓ…

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ପଞ୍ଚମ ସନ୍ଧ୍ୟା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜନତା ମଇଦାନରେ ଡିସେମ୍ବର ୧୫ ତାରିଖରୁ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଆଜି ଥିଲା ପଞ୍ଚମ ସନ୍ଧ୍ୟାରେ ଭାରତ ସରକାରଙ୍କ ବୟନ ମନ୍ତ୍ରଣାଳୟ ଅଧିନସ୍ଥ ଉନ୍ନୟନ କମିଶନରର…

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଚତୁର୍ଥ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଆନୁକୂଲ୍ୟରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଆଜି ମେଳାର ଚତୁର୍ଥ ସନ୍ଧ୍ୟାରେ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ, ବୟନିକାର ପରିଚାଳକ ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା ପ୍ରଣତୀ ଛୋଟରାୟ ଏବଂ…

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଦ୍ଵିତୀୟ ଦିବସ

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ହସ୍ତଶିଳ୍ପ ମେଳାର ଦ୍ଵିତୀୟ ଦିବସ ଅବସରରେ ଦକ୍ଷତା ବିକାଶ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଏବଂ ସିଡାକ ସଚିବ ଶିଶିର କୁମାର ରଥ ଅତିଥି ଭାବରେ ଯୋଗ ଦେଇଥିଲେ ।…

୧୮ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜନତା ମୈଦାନରେ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଗଦେଇ ମେଳାର ଶୁଭାରମ୍ଭ…