ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’ର ଏକାଦଶ ସନ୍ଧ୍ୟା
ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ ଏବଂ ମହିଳା ଓ ଶିଶୁ ବିକାଶ…