Latest Odisha News

BREAKING NEWS

Browsing Tag

toshali mela

ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’ର ଏକାଦଶ ସନ୍ଧ୍ୟା

­ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ ଏବଂ ମହିଳା ଓ ଶିଶୁ ବିକାଶ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟା

ଭୁବନେଶ୍ବର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟାରେଭାରତ ସରକାରଙ୍କ ବୟନ ମନ୍ତ୍ରଣାଳୟ ଅଧିନସ୍ଥ ହସ୍ତତନ୍ତ ରପ୍ତାନୀ ବିକାଶ ପରିଷଦର କାର୍ଯ୍ୟନିର୍ବାହୀ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଷଷ୍ଠ ସନ୍ଧ୍ୟା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶ ଦାତା ସୁରେଶ ଚନ୍ଦ୍ର…

ଆଜିଠୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ

ଭୁବନେଶ୍ବର : ଆଜିଠୁ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ  । ଏହି ମେଳାରେ ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ। ଏହି ମେଳାର ଲକ୍ଷ୍ୟ ହେଉଛି ବୁଣାକାର ଓ ହସ୍ତଶିଳ୍ପ…

ମାର୍ଚ୍ଚ ୨୮ରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର: ମାର୍ଚ୍ଚ ୨୮ରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ।  ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତ ବର୍ଷ ଷୋଡ଼ଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ମାର୍ଚ୍ଚ ୨୮ରୁ ଆରମ୍ଭ ହେବାକୁ ଯାଉଛି ।     ୨୦୨୨ ମାର୍ଚ୍ଚ ୨୮ରୁ ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ…

ଆସନ୍ତାକାଲିଠୁ ଜନତା ମଇଦାନରେ ତୋଷାଳି ମେଳା

ଆସନ୍ତାକାଲିଠୁ ଜନତା ମଇଦାନରେ ଆରମ୍ଭ ହେବ ୧୫ତମ ତୋଷାଳି ମେଳା । ଏନେଇ ସରିଛି ସମସ୍ତ ପ୍ରସ୍ତୁତି । ଫେବୃଆରୀ ୪ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଚାଲିବ ମେଳା । କାର୍ଯ୍ୟକ୍ରମକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଉଦଘାଟନ କରିବେ । ଦେଶର ବିଭିନ୍ନ ରାଜ୍ୟରୁ…

୨୧ରୁ ରାଜଧାନୀରେ ତୋଷାଳୀ ମେଳା

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ ଜନତା ମଇଦାନରେ ଆରମ୍ଭ ହେବ ପଞ୍ଚଦଶ ତୋଷାଳୀ ମେଳା । ଉନ୍ନୟନ କମିଶନର ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି । ୫ ତାରିଖ ଯାଏଁ ଚାଲିବାକୁ ଥିବା ଏହି ମେଳାରେ କୋଭିଡ ନିୟମ ପାଳନ ଉପରେ ଜୋର ଦିଆଯିବ ବୋଲି ସୂଚନା…

ତୋଷାଳି ମେଳାର ଷଷ୍ଠ ସନ୍ଧ୍ୟା; ବଲିଉଡ କଣ୍ଠଶିଳ୍ପୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଭୁବନେଶ୍ୱର: ତୋଷାଳି ମେଳାର ଷଷ୍ଠ ସନ୍ଧ୍ୟାରେ ପ୍ରସିଦ୍ଧ ବଲିଉଡ୍‌ ପ୍ରଚ୍ଛଦପଟ୍ଟ ଗାୟକ ଅମନ୍‌ ତି୍ରଖାଙ୍କ ମନଛୁଆଁ ସଂଗୀତ ଶୁଣିବାକୁ ମଞ୍ଚ ସମ୍ମୁଖରେ ଯୁବପିଢ଼ିଙ୍କ ମଧ୍ୟରେ ଅସମ୍ଭବ ଭିଡ଼ ପରିଲକ୍ଷିତ ହୋଇଥିଲା । ‘କେଶରୀ’, ‘ପ୍ରେମରତନ ଧନ ପାୟୋ’ ଚଳଚ୍ଚିତ୍ରର ସୁପରହିଟ୍‌ ସଂଗୀତ ‘ତେରେ…