ଧାର୍ମିକ ସ୍ଥାନ ଗୁଡିକୁ ‘ମହା ତୀର୍ଥ ଭୂମି’ ରୂପେ ଚିହ୍ନଟ କରିବାକୁ ନିର୍ଦେଶ ଦେଲେ ମମତା
କୋଲକାତା: ପଶ୍ଚିମବଙ୍ଗର ଧାର୍ମିକ ସ୍ଥାନ ଗୁଡିକୁ 'ମହା ତୀର୍ଥ ଭୂମି' ବୋଲି ନାମିତ କରିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
ପୁରୁଲିଆର ଡୁଲଘାଟାର ମନ୍ଦିର ଠାରୁ ଆରମ୍ଭ କରି ମାଲଦା ଜିଲ୍ଲା ବଙ୍ଗଳାର ହଜରତ ପାଣ୍ଡୁଆରେ ସାଧୁ ନୁର କୁଟ ବାଲାମଙ୍କ ସମାଧି ପର୍ଯ୍ୟନ୍ତ…