ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ଭାସିଗଲେ ପର୍ଯ୍ୟଟକ
ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ପୁଣି ଭାସିଗଲେ ପର୍ଯ୍ୟଟକ । ଗଭୀର ସମୁଦ୍ରକୁ ଭାସିଗଲେ ଯୁବକ । ନିଖୋଜ ଯୁବକ ହେଉଛନ୍ତି ପଶ୍ଚିମ ବଙ୍ଗ ଚବିଶ ପ୍ରଗଣାର ଉଜ୍ବଳ ଦାସ। ଆଜି ସକାଳେ ଉଜ୍ବଳ ପୁରୀ କାମେଲିଆ ସମ୍ମୁଖ ବେଳାଭୂମିରେ ସ୍ନାନ କରୁଥିବା ସମୟରେ ଭାସି ଯାଇଥିଲେ। ସେଠାରେ…