ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଲୋକପ୍ରିୟତା ପାଉଛି ବିଡିଏର ଟାଉନ୍ ପ୍ଲାନିଂ ସ୍କିମ୍
ଭୁବନେଶ୍ବର : ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଲୋକପ୍ରିୟତା ପାଉଛି ବିଡିଏର ଟାଉନ୍ ପ୍ଲାନିଂ ସ୍କିମ୍ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି । ଲୋକସେବା ଭବନରୁ ଡିଜିଟାଲ୍ ମୋଡରେ ଅନୁଷ୍ଠିତ ବୈଠକରେ…