Latest Odisha News

BREAKING NEWS

Browsing Tag

TPSODL

ସବୁଜ ଶକ୍ତିରେ ଚାଲୁଛି ଟିପିଏସ୍ଓଡିଏଲର କର୍ପୋରେଟ କାର୍ଯ୍ୟାଳୟ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ଏହାର କର୍ପୋରେଟ କାର୍ଯ୍ୟାଳୟରେ ସୋଲାର ପ୍ୟାନେଲ ସ୍ଥାପନ କରି ସବୁଜ ଶକ୍ତିକୁ ଆପଣାଇଛି। ପୂର୍ବରୁ କମ୍ପାନୀର କର୍ପୋରେଟ ଅଫିସ ପାରମ୍ପରିକ ଶକ୍ତି ଉତ୍ସ ଦ୍ଵାରା ଚାଳିତ ହେଉଥିବା ବେଳେ ବର୍ତ୍ତମାନ…

୩୩ କେଭି ଲାଇନରେ ଦକ୍ଷିଣ ଓଡ଼ିଶାର ୧.୫ଲକ୍ଷରୁ ଉର୍ଦ୍ଧ୍ବ ଉପଭୋକ୍ତାଙ୍କୁ ବିଜୁଳି ଯୋଗାଉଛି ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ସମଗ୍ର ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ ଭିତ୍ତିଭୂମିର ଉନ୍ନତିକରଣ ଦିଗରେ ଉଲ୍ଲେଖନୀୟ ପ୍ରଗତି କରିଛି। ଏଠାକାର ପାହାଡ଼,ଘଞ୍ଚ ଜଙ୍ଗଲ ଭରା ଗ୍ରାମୀଣ ଇଲାକାରେ ସବୁ ପ୍ରକାର ଆହ୍ଵାନକୁ ସଫଳତାର ସହ ମୁକାବିଲା…

ଟିପିଏସ୍ଓଡିଏଲ୍ ପକ୍ଷରୁ ସମ୍ପୂର୍ଣ୍ଣ ରୂପେ ମହିଳାଙ୍କ ଦ୍ୱାରା ପରିଚାଳିତ ମିଟର ପରୀକ୍ଷଣ ପ୍ରୟୋଗଶାଳା ଉଦଘାଟିତ

ବ୍ରହ୍ମପୁର: ଓଡ଼ିଶାର ସ୍ଥାନୀୟ ମହିଳାମାନଙ୍କୁ ସଶକ୍ତ କରିବା ପ୍ରତିବଦ୍ଧତା ଅନୁସାରେ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ଦକ୍ଷିଣ ଓଡ଼ିଶା ବିତରଣ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ବ୍ରହ୍ମପୁରରେ ଏକ ଅତ୍ୟାଧୁନିକ ତଥା ସମ୍ପୂର୍ଣ୍ଣ ଭାବେ ମହିଳାମାନଙ୍କ ଦ୍ୱାରା ପରିଚାଳିତ…

ଟିପିଏସ୍ଓଡିଏଲ୍ ପକ୍ଷରୁ ଗୋଷାଣୀ ନୂଆଗାଁ ଫିଡର୍ ଏବଂ ନେଟୱାର୍କ ଶକ୍ତି ବୃଦ୍ଧି ଦିଗରେ ପଦକ୍ଷେପ

ବ୍ରହ୍ମପୁର: ଟିପି ସାଉଥ୍ ଓଡ଼ିଶା ବିତରଣ ଲିମିଟେଡ୍, ଟିପିଏସ୍ଓଡିଏଲ୍ ପକ୍ଷରୁ ବ୍ରହ୍ମପୁରର ଗୋଷାଣୀ ନୂଆଗାଁ ଫିଡର୍ ଏବଂ ନେଟୱାର୍କ ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଦିଗରେ କାର୍ଯ୍ୟ ଚାଲିଅଛି । ଏହି ପ୍ରକଳ୍ପଟି ଅଞ୍ଚଳର ବାସିନ୍ଦାଙ୍କୁ ବିଦ୍ୟୁତ୍ ଯୋଗାଣର…

ଟିପିଏସ୍ଓଡିଏଲକୁ ‘ରାଜ୍ୟସ୍ତରୀୟ ବିଦ୍ୟୁତ ସୁରକ୍ଷା ପୁରସ୍କାର ୨୦୨୩’ ସମ୍ମାନ

ବ୍ରହ୍ମପୁର: ବ୍ରହ୍ମପୁର ସର୍କଲ୍ ଅଧୀନସ୍ଥ ୩୩/୧୧ ଖଣ୍ଡଦେଉଳି ପ୍ରାଥମିକ ସବ୍-ଷ୍ଟେସନରେ ଗ୍ରହଣ କରାଯାଇଥିବା ଶ୍ରେଷ୍ଠ ବିଦ୍ୟୁତ୍ ସୁରକ୍ଷା ବ୍ୟବସ୍ଥା ପାଇଁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ)କୁ ‘ରାଜ୍ୟସ୍ତରୀୟ ବିଦ୍ୟୁତ ସୁରକ୍ଷା ପୁରସ୍କାର ୨୦୨୩’ରେ…

ମୌସୁମୀ ଋତୁ ପାଇଁ ଟିପିଏସ୍‌ଓଡିଏଲ୍‌ର ବ୍ୟାପକ ପଦକ୍ଷେପ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ୍ ବଣ୍ଟନ ପାଇଁ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଟିପି ସାଉଥ୍ ଓଡିଶା ବିତରଣ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ଆସନ୍ତା ମୌସୁମୀ ସମୟରେ ବିଜୁଳି ଯୋଗାଣ ପାଇଁ ଅନେକ ପଦକ୍ଷେପ ନେଇଛି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଅଧିକ…

ଭରସାଯୋଗ୍ୟ ବିଜୁଳି ଯୋଗାଣ ପାଇଁ ଟିପିଏସ୍ଓଡିଏଲ୍ ପକ୍ଷରୁ ଭ୍ରାମ୍ୟମାଣ ସବଷ୍ଟେସନ ମୁତୟନ

ବ୍ରହ୍ମପୁର: ଗ୍ରାହକମାନଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣକୁ ନିଶ୍ଚିତ କରିବା ଲାଗି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଏହାର ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବଷ୍ଟେସନ ମୁତୟନ କରାଯାଇଛି । ଏହା ଫଳରେ ବିଭ୍ରାଟ ସମୟରେ ବିଜୁଳି ଯୋଗାଣ ସୁଗମ…

ଟିପିଏସ୍‌ଓଡିଏଲ୍ ପକ୍ଷରୁ ପଥପ୍ରାନ୍ତ ନାଟକ ଜରିଆରେ ଜନ ସଚେତନତା ସୃଷ୍ଟି

ବ୍ରହ୍ମପୁର: ନିଜ କର୍ମଚାରୀ, ବ୍ୟବସାୟ ସହଯୋଗୀ ଓ ରାଜ୍ୟବାସୀଙ୍କ ଲାଗି ସୁରକ୍ଷା ସଂସ୍କୃତି ସୃଷ୍ଟି ଓ ପ୍ରସାର କରିବା ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ପଥପ୍ରାନ୍ତ ନାଟକ ଜରିଆରେ ଜନ ସଚେତନତା ସୃଷ୍ଟି କରାଯାଉଛି। ପଶୁ ଶିକାର ପାଇଁ ବେଆଇନ…

ଟିପିଏସ୍ଓଡିଏଲ୍ ପକ୍ଷରୁ ଅଟିଜିମ ଚିହ୍ନଟ ଓ ନିରୋଧୀ ଅଭିଯାନ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଏହାର ପେ’ ଅଟେନ୍‌ସନ ଅଭିଯାନ ଅଧୀନରେ ଅଟିଜିମ୍‌ର ଆଗୁଆ ଚିହ୍ନଟ ଓ ଯତ୍ନ ଉପରେ ଦୁଇ ଦିନିଆ କର୍ମଶାଳା ସଫଳତାର ସହ ଆୟୋଜିତ ହୋଇଯାଇଛି । ରଙ୍ଗେଇଲୁଣ୍ଡା ଓ ଛତ୍ରପୁର ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ…

ଟିପିଏସ୍ଓଡିଏଲ୍ ପକ୍ଷରୁ ଏକକାଳୀନ ସମାଧାନ ଯୋଜନା (ଓଟିଏସ୍) ଆରମ୍ଭ

ଭୁବନେଶ୍ୱର/ ବ୍ରହ୍ମପୁର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି)ଙ୍କ  ଗାଇଡ୍‌ଲାଇନ୍ ଅନୁସାରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ଏହାର ଗ୍ରାହକମାନଙ୍କ ପାଇଁ ଓଟିଏସ୍ (ଏକକାଳୀନ ସମାଧାନ ଯୋଜନା)  ଆରମ୍ଭ କରାଯାଇଛି । ଏହି ଯୋଜନାରେ ଦକ୍ଷିଣ…