Latest Odisha News

BREAKING NEWS

Browsing Tag

Train cancell

ଆସୁଛି ବାତ୍ୟା ‘ଜୱାଦ’: ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର: ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ  । ସମ୍ଭାବ୍ୟ ବାତ୍ୟା ଜୱାଦକୁ ଦୃଷ୍ଟିରେ ରଖି ୩ ଓ ୪ତାରିଖରେ ଯାତ୍ରା କରିବାକୁ ଥିବା ଟ୍ରେନକୁ ବାତିଲ କରାଯାଇଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି…

ରେଳଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ସୂଚନା, ବାତିଲ ହେଲା ଏହି ସବୁ ଟ୍ରେନ୍

ଭୁବନେଶ୍ବର : ରେଳ ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ସୂଚନା । ବାତ୍ୟା ଗୁଲାବ ପ୍ରଭାବରେ କିଛି ଟ୍ରେନକୁ ବାତିଲ କରାଯାଇଛି । ସେହିପରି ଆଉ କିଛି ଟ୍ରେନର ସମୟରେ ପରିବର୍ତ୍ତନ କରାଯାଇଛି । ଏନେଇ ସୂଚନା ଦେଇଛି ରେଳବାଇ । ବାଇତ ହୋଇଥିବା ଟ୍ରେନ ଗୁଡିକ ହେଲା - ୦୧୦୧୯ ଛତ୍ରପତି ଶିବାଜୀ…

ବାତ୍ୟା ଗୁଲାବ ପ୍ରଭାବରେ ଟ୍ରେନ୍ ବାତିଲ

ଭୁବନେଶ୍ବର : ଦୁର୍ବଳ ହୋଇଛି ବାତ୍ୟା ଗୁଲାବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସାଙ୍ଗକୁ ଗଛ ଭାଙ୍ଗି ଯାଇଛି । ସେହିପରି ଆନ୍ଧ୍ରପ୍ରଦେଶରେ ମଧ୍ୟ ବାତ୍ୟାର ପ୍ରଭାବ ପଡିଛି । ପବନ ଯୋଗୁଁ ବଡଗଡ଼ ଗଛ ଉପୁଡି ପଡ଼ିଛି । ହେଲେ ସେପରି କୌଣସି କ୍ଷୟକ୍ଷତି ହୋଇନାହିଁ…

ମରାମତି କାର୍ଯ୍ୟ ପାଇଁ ଟ୍ରେନ୍ ବାତିଲ, ଜାଣନ୍ତୁ କେଉଁ ଟ୍ରେନ୍

ଭୁବନେଶ୍ବର : କୋଟ୍ଟଭାଲାସା-ପାଲାସା ସେକ୍ସନରେ ସୀମିତ ଉଚ୍ଚତା ବିଶିଷ୍ଟ ଉପମାର୍ଗ ନିର୍ମାଣ ପାଇଁ ଆଲମଣ୍ଡା ଏବଂ କୋରୁକୋଣ୍ଡା ଷ୍ଟେସନ୍ ମଧ୍ୟରେ ଚାଲିଛି ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ । ଏସବୁ ଦିଗକୁ ଦୃଷ୍ଟିରେ ରଖି କିଛି ଟ୍ରେନକୁ ଚଳିତ ମାସ ୧୮ ଓ ୧୯ ତାରିଖରେ ବାତିଲ…

ଆସନ୍ତା ୨୦ରୁ ଅଗଷ୍ଟ ପହିଲା ଯାଏଁ ବଲାଙ୍ଗିର ଓ କେନ୍ଦୁଝରକୁ ଟ୍ରେନ୍ ବାତିଲ

ଭୁବନେଶ୍ବର : ଭୁବନେଶ୍ବରରୁ ବଲାଙ୍ଗିର ଓ କେନ୍ଦୁଝରକୁ ବାତିଲ ହେବ ଟ୍ରେନ୍ । ଆସନ୍ତ ୨୦ ତାରଖରୁ ଅଗଷ୍ଟ ପହିଲା ପର୍ଯ୍ୟନ୍ତ ଟ୍ରେନ୍ ସେବା ବାତିଲ ରହିବ । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ବର-ବଲାଙ୍ଗିର-ଭୁବନେଶ୍ବର ସ୍ପେଶାଲ ଏବଂ…

କରୋନା ପାଇଁ ଆଂଶିକ ବାତିଲ ହେବ ପାସେଞ୍ଜର ଟ୍ରେନ୍

ଭୁବନେଶ୍ବର : ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରେଳବାଇ ପଦକ୍ଷେପ । କୋଭିଡ ସଂକ୍ରମଣର ଚେନକୁ ଭାଙ୍ଗିବା ପାଇଁ ଛଅ ଯୋଡ଼ା ଦୈନିକ ବିଶେଷ ମେମୁ / ପାସେଞ୍ଜର ଟ୍ରେନକୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି । ସେହିପରି ତିନି ଯୋଡ଼ା ବିଶେଷ ଟ୍ରେନକୁ ଆସନ୍ତା ୧୪ ତାରିଖ…