Latest Odisha News
Browsing Tag

TRAIN DERAILED

ଟ୍ରେନ୍ ଦୁର୍ଘଟଣାରେ ୫୦ରୁ ଅଧିକ ମୃତ ! କାଲି ଦୁର୍ଘଟଣାସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ, ରେଳମନ୍ତ୍ରୀ

ବାଲେଶ୍ୱର: ବାହାନଗାରେ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧) ଓ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ (୧୨୮୬୪) ଦୁର୍ଘଟଣାରେ ୫୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ୨୦୦ରୁ ଅଧିକ ଜଣ ଆହତ ହୋଇଥିବା ବେଳେ ଉଭୟ ଏକ୍ସପ୍ରେସର ଏକାଧିକ ବଗି କ୍ଷତିଗ୍ରସ୍ତ ହୋଇଛି…

ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ୍ ସହ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ ଲାଇନଚ୍ୟୁତ୍, ୩୦ ମୃତ

ବାଲେଶ୍ୱର: ବାହାନଗାରେ ଘଟିଥିବା ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ । ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ବାହାନଗା…

ଆହତଙ୍କୁ ନେବାକୁ ଆମ୍ବୁଲାନ୍ସ ଅଭାବ, ବସରେ ଡାକ୍ତରଖାନା ନେବାକୁ ନିର୍ଦ୍ଦେଶ

ବାଲେଶ୍ୱର: ବାହାନଗା ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା ଅନୁସାରେ, ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି । ପ୍ରାୟ ୫୦ଟି ଆମ୍ବୁଲାନ୍ସ ଆହତଙ୍କୁ ମେଡିକାଲ୍ ନେବା ଲାଗି ନିୟୋଜିତ ହୋଇଛି ।…

ଗୋଟିଏ ଟ୍ରାକରେ ଥିଲା କି ମାଲବାହୀ ଟ୍ରେନ୍ ଓ କରମଣ୍ଡଳ ଏକ୍ସପ୍ରେସ୍ ? ଜାରି ହେଲା ହେଲ୍ପଲାଇନ୍ ନମ୍ବର

ବାଲେଶ୍ୱର: ମାଲବାହୀ ଟ୍ରେନକୁ ଧକ୍କା ଦେଇ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରାକରୁ ଖସିବା ପରେ ଏକାଧିକ ବଗି କ୍ଷତିଗ୍ରସ୍ତ ହୋଇଛି । ସୋର ବାହନଗା ରେଲୱେ ଷ୍ଟେସନ ନିକଟରେ ହାୱଡ଼ା-ଶାଲିମାର ଏକ୍ସପ୍ରେସର ୩ଟି ଏସି କୋଚ୍ ଓ ୫ଟି ସ୍ଲିପର କୋଚ୍ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛି । ତେବେ ସୂଚନା…

ବାହାନଗା ନିକଟରେ ମାଲବାହୀ ଟ୍ରେନକୁ ଧକ୍କା ଦେଇ ଓଲଟିଲା ହାୱଡ଼ା-ଶାଲିମାର ଏକ୍ସପ୍ରେସ୍

ବାଲେଶ୍ୱର: ସୋର ବାହାନଗା ଷ୍ଟେସନ ନିକଟରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା । ମାଲବାହୀ ଟ୍ରେନକୁ ଧକ୍କା ଦେଇ ଓଲଟିଲା ହାୱଡ଼ା-ଶାଲିମାର ଏକ୍ସପ୍ରେସ୍ । ବାହାନଗା ଷ୍ଟେସନ ନିକଟରେ ହାୱଡ଼ା-ଶାଲିମାର ଏକ୍ସପ୍ରେସର ପ୍ରାୟ ୫ଟି ବଗି ଓଲଟି ପଡ଼ିଥିବା ସୂଚନା ମିଳିଛି । ଏକାଧିକ ଯାତ୍ରୀ ଆହତ…

ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଟ୍ରେନ ଲାଇନଚ୍ୟୁତ

କୋରାପୁଟ: ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଟ୍ରେନ ଲାଇନଚ୍ୟୁତ । ବିଶାଖାପାଟଣା-କିରଣ୍ଡୁଲ ପାସେଞ୍ଜର ଟ୍ରେନ ଆଜି ଲାଇନଚ୍ୟୁତ ହୋଇଛି। କୋଟାୱାଲସା-ଆରକୁ ଶିବଲିଙ୍ଗପୁରମ୍ ନିକଟରେ ଏହି ଅଘଟଣ ଘଟିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ହଠାତ ବଡ ଶବ୍ଦ ହେଲା ଏବଂ ତା ପରେ ଟ୍ରେନଟି…

ଇତିହାସରେ ବଡ଼ ରେଳ ଦୁର୍ଘଟଣା, ଯାଇଥିଲା ୬ ଶହ ଜୀବନ

ଭୁବନେଶ୍ୱର: ଯାଜପୁର ଜିଲ୍ଲା କୋରାଇରେ ମାଲବାହୀ ଟ୍ରେନ୍ ଦୁର୍ଘଟଣା ପରେ ଷ୍ଟେସନ୍ ଦେଇ ଟ୍ରେନ୍ ଅତିକ୍ରମ ବେଳେ ବେଗକୁ ନେଇ ପ୍ରଶ୍ନ ଉଠୁଛି । କୁହାଯାଉଛି ଟ୍ରେନର ବେଗ ଅଧିକ ଥିବାରୁ ଏଭଳି ଭୟାବହ ଦୁର୍ଘଟଣା ଘଟି ୩ ଜଣଙ୍କ ଜୀବନ ଚାଲିଗଲା । ତେବେ ଏନସିଆରବି ରିପୋର୍ଟ ଅନୁସାରେ, ୨୦୨୦…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ

ଯାଜପୁର: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ । ଯାଜପୁର ଜିଲ୍ଲାର ହରିଦାସପୁର ଷ୍ଟେସନ ନିକଟରେ ଦୂରନ୍ତ ଏକ୍ସପ୍ରେସର ତିନିଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ମିଳିଛି । ୧୨୨୪୬ ନମ୍ବର ଟ୍ରେନ ବେଙ୍ଗାଲୁରୁଠାରୁ ହାୱଡ଼ା ଯିବା ବେଳେ ପୂର୍ବତଟ ରେଳପଥର ହରିଦାସପୁର ଷ୍ଟେସନ…