ରାତିରେ କାହିଁକି ଦ୍ରୁତ ବେଗରେ ଚାଲେ ଟ୍ରେନ୍ ? କ’ଣ ରହିଛି କାରଣ…
ନୂଆଦିଲ୍ଲୀ : ଭାରତୀୟ ରେଳର ଇତିହାସ ବହୁତ ପୁରୁଣା। ଭାରତୀୟ ରେଲଓ୍ୱେ ଲୋକମାନଙ୍କ ଯାତାୟତ ପାଇଁ ଏକ ପ୍ରମୁଖ ମାଧ୍ୟମ । ଅଧିକାଂଶ ଲୋକ ଟ୍ରେନରେ ଯାତ୍ରା କରିବା ପାଇଁ ପସନ୍ଦ କରିଥାନ୍ତି। କୁହାଯାଏ ବ୍ରିଟିଶ ଶାସନ ସମୟରେ ଇଂରେଜ ମାନେ ନିଜ ସ୍ଥାନକୁ ଯାତ୍ରା କରିବା ପାଇଁ ଅସୁବିଧା ହେଉଥିଲା…