Latest Odisha News

BREAKING NEWS

Browsing Tag

Train

ବୁଲେଟ୍ ପ୍ରୁଫ, ଧିମା ଓ ଦାମୀ ମଦ; କିମ୍ ଜୋଙ୍ଗ୍ ଉନ୍‌ଙ୍କ ରହସ୍ୟମୟ ବିଳାସପୂର୍ଣ୍ଣ ଟ୍ରେନ୍ !

ଭୁବନେଶ୍ୱର: କିଛି ଦିନ ପୂର୍ବରୁ ୱନ୍‌ସାନ୍‌ରେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଟ୍ରେନ୍ ଥିବା ଖବର ସାରା ବିଶ୍ୱରେ ଚର୍ଚ୍ଚା ସାଉଣ୍ଟିଥିଲା । କିମ୍‌ଙ୍କ ଉଭାନ ହେବା ଘଟଣା ଯେତିକି ରହସ୍ୟମୟ, ତାଠୁ ଅଧିକ ଆଶ୍ଚର୍ଯ୍ୟଜନକ ତାଙ୍କ ବିଳାସମୟ ଟ୍ରେନର ପ୍ରଚ୍ଛଦପଟ୍ଟ କାହାଣୀ ।…

ଉତ୍ତର ଭାରତରେ ଘନକୁହୁଡି: ଜାଣନ୍ତୁ, ଓଡିଶାରୁ କେଉଁ ଟ୍ରେନ୍ ବିଳମ୍ବରେ ଚାଲିବ

ଭୁବନେଶ୍ୱର: ଉତ୍ତର ଭାରତରେ ହେଉଥିବା ଘନ କୁହୁଡିକୁ ଦୃଷ୍ଟିରେ ରଖି କନେକ୍ଟିଂ ଟ୍ରେନ ବିଳମ୍ବରେ ଚଳାଚଳ କରୁଥିବା ଯୋଗୁଁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍ ଓ ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସର ସମୟରେ ପରିବର୍ତ୍ତନ କରାଯାଇଛି । ପୂର୍ବତଟ ରେଳବାଇ(ଇସିଓଆର)ର…

ନୂଆବର୍ଷ ଲାଗି ଆଜି ପୁରୀ ଓ ବ୍ରହ୍ମପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ …

ପୁରୀ: ନୂଆବର୍ଷରେ ହେବାକୁ ଥିବା ମାତ୍ରାଧିକ ଯାତ୍ରୀଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବୁଧବାର ସନ୍ଧ୍ୟାରେ ପୁରୀ ଓ ବ୍ରହ୍ମପୁର ମଧ୍ୟରେ ଏକ ସ୍ୱତନ୍ତ୍ର ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଅଛି I ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଥିବା ବେଳେ ଏହା ଉଭୟ ପଟୁ ଚଳାଚଳ…

ରେଲୱେ ଓଭରବ୍ରିଜ୍ ଭୁଶୁଡିବା ଘଟଣା; ଜାଣନ୍ତୁ, କେଉଁସବୁ ଟ୍ରେନ୍ ସମୟରେ ହେଲା ପରିବର୍ତ୍ତନ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଶୋଭାରାମପୁର ରେଲୱେ କ୍ରସିଂ ନିକଟରେ ଥିବା ଏକ ନିର୍ମାଣଧିନ ଓଭରବ୍ରିଜ ଗତକାଲି ରେଳଧାରଣା ଉପରେ ଭୁଶୁଡି ପଡିଯାଇଥିଲା । ଯାହାଫଳରେ ଖୋର୍ଦ୍ଧା-ଖଡଗପୁର ରୁଟରେ ଅନେକ ଟ୍ରେନ୍ ଚଳାଚଳରେ ବାଧାପ୍ରାପ୍ତ ହୋଇଥିବା ବେଳେ ଆଉ କିଛି ଟ୍ରେନର ସମୟ ସୂଚୀରେ ପରିବର୍ତ୍ତନ…

ନାଗରିକତା ବିଲ୍ ବିରୋଧରେ ହିଂସା: ଓଡ଼ିଶାର ଏହି ଟ୍ରେନ ବାତିଲ

ଭୁବନେଶ୍ୱର: ଦେଶରେ ନାଗରିକତା ସଂଶୋଧନ ବିଲ୍ ବିରୋଧରେ ବଢୁଥିବା ହିଂସା ଫଳରେ ଦକ୍ଷିଣ ପୂର୍ବ ରେଳବାଇର ହାୱଡା-ଖଡଗପୁର ରେଳ ଡିଭିଜନ ଅନ୍ତର୍ଗତ ସମସ୍ତ ରେଳ ଷ୍ଟେସନରେ ମଧ୍ୟ ଉତ୍ତେଜନା ଦେଖାଯାଇଛି । ଯାହାଫଳରେ ଓଡିଶାର ଅନେକ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ହାୱଡା ଯାଉଥିବା…

ଭାରତୀୟ ରେଳବାଇ ପକ୍ଷରୁ ଓଡିଶା ସରକାରଙ୍କ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ବର: ଭାରତୀୟ ରେଳବାଇ ପକ୍ଷରୁ ଆସନ୍ତାକାଲି (୧୩ ଡିସେମ୍ବର) ଦିନ ବାଲେଶ୍ୱର ଓ ହରିଦ୍ୱାର ମଧ୍ୟରେ ଏକ ବରିଷ୍ଠ ନାଗରିକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଯାଉଅଛି I ଓଡିଶା ସରକାରଙ୍କ ସହାୟତାରେ ଉତ୍ତର ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ଏହି ସ୍ୱତନ୍ତ୍ର ଟ୍ରେନ ତୀର୍ଥ ଭ୍ରମଣ ପାଇଁ…

ଟ୍ରେନ୍ ପଛରେ ଥିବା ଚିହ୍ନସବୁ କି ସଙ୍କେତ ଦିଏ, ଜାଣନ୍ତୁ…

ଅନେକ ବ୍ୟକ୍ତି ପ୍ରତିଦିନ ଟ୍ରେନରେ ଯିବାଆସିବା କରିଥାନ୍ତି । ଟ୍ରେନର ଶେଷ ଆଡକୁ ଥିବା ଡବା ପଛରେ ଅଙ୍କା ଯାଇଥିବା ଚିହ୍ନ ଉପରେ ସମସ୍ତଙ୍କର ନଜର ପଡିଥିବ । କେହିକେହି ଚିହ୍ନକୁ ଦେଖିଥିବେ ତ ଆଉ କାହାର ନଜର ସେ ଦିଗ ଆଡେ ଯାଇନଥିବ । ବଗି ଗୁଡିକର କନେକ୍ସନରେ କୌଣସି ଯାନ୍ତ୍ରିକ…

ଚଳିତ ବର୍ଷ ଶେଷସୁଦ୍ଧା ସମାପ୍ତ ହେବ ନୌପଡା-ଗୁଣୁପୁର ରେଳବାଇ ବୈଦ୍ୟୁତିକରଣ କାର୍ଯ୍ୟ

ଭୁବନେଶ୍ବର:  ବିଜୟନଗରମ-ଟିଟିଲାଗଡ଼-ରାଇପୁର ରେଳ ଲାଇନର ୫୬ କିମି ଲମ୍ବା ଲାଞ୍ଜିଗଡ଼ ରୋଡ଼-ଜୁନାଗଡ଼ ରୋଡ଼ ରେଳ ସେକ୍ସନରେ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ଲାଇନର ୯୦କିମି ଲମ୍ବା ନୌପଡା-ଗୁଣୁପୁର ରେଳ ସେକ୍ସନରେ  ବୈଦ୍ୟୁତିକରଣ କାର୍ଯ୍ୟ ଖୁବ ଶୀଘ୍ର ଶେଷ ହେବ। ଏଥିପାଇଁ ଯୁଦ୍ଧକାଳୀନ…

ହାଇଦ୍ରାବାଦରେ ୨ଟି ଟ୍ରେନ୍ ମୁହଁମୁହିଁ ଧକ୍କା, ବହୁ ଯାତ୍ରୀ ଆହତ

ହାଇଦ୍ରାବାଦ: ହାଇଦ୍ରାବାଦର କୋଚିଗୁଡା ରେଳ ଷ୍ଟେସନ୍ ନିକଟରେ ୨ଟି ଟ୍ରେନ୍ ମୁହାଁମୁହିଁ ଧକ୍କା ହେବାଫଳରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1193781933689323520?s=08 ଗଣମାଧ୍ୟମରେ…

ହୀରାଖଣ୍ଡ ଏକ୍ସପ୍ରେସର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଯାତ୍ରୀ ହନ୍ତସନ୍ତ

ରାୟଗଡା: ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଶନିବାର ଦିନ ପାଖାପାଖି ୩ ଘଣ୍ଟା ଯାଏଁ ଟ୍ରେନ୍ ଅଟକି ରହିଛି । ଯାହାଫଳରେ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଏହି ଟ୍ରେନର ଇଞ୍ଜିନରେ କୌଣସି କାରଣବଶତଃ…