Latest Odisha News

BREAKING NEWS

Browsing Tag

Train

ବାତ୍ୟା ‘ଫନି’ ପରେ ସ୍ୱାଭାବିକ ହେଉଛି ରେଳସେବା, ଗଡିଲା ପୁରୀ-ଖୋର୍ଦ୍ଧା ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ଅତି ଭୟଙ୍କର ରୂପ ନେଇ ଓଡିଶା ଉପକୂଳରେ ତାଣ୍ଡବ ରଚିବା ପରେ ରାଜ୍ୟରେ କେତେକାଂଶରେ ଟ୍ରେନ୍ ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା । ବର୍ତ୍ତମାନ ସମୟରେ ଓଡିଶାରେ ଟ୍ରେନ୍ ଚଳାଚଳ ଧିରେଧିରେ ସ୍ୱାଭାବିକ ହେଉଥିବାବେଳେ ପୁରୀ ରେଲୱେ ଷ୍ଟେସନ୍…

ନୂଆ ରୂପରେ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ,ଦେଖନ୍ତୁ ଭିଡିଓ…

ଭୁବନେଶ୍ୱର : ସମ୍ବଲପୁର-ପୁରୀ-ସମ୍ବଲପୁର ଇଣ୍ଟରସିଟି ଏକ୍ସପ୍ରେସକୁ ଆଜିଠାରୁ ଉନ୍ନତମାନର ଉତ୍କୃଷ୍ଟ ଶ୍ରେଣୀ ବଗିକୁ ଉନ୍ନୀତ କରାଯାଇ ଚଳାଚଳ ଆରମ୍ଭ କରାଯାଇଅଛି ଓ ଏହି ଟ୍ରେନ ଟି ଦୁଇଟି ଏସି ଚେୟାର କର, ସାତଗୋଟି ଦ୍ଵିତୀୟ ଶ୍ରେଣୀ ସଂରକ୍ଷିତ ସିଟିଙ୍ଗ ବଗି, ପାଞ୍ଚଗୋଟି ଦ୍ଵିତୀୟ ଶ୍ରେଣୀ…