ଅନୁବାଦ ଗଳ୍ପ : ପାଲି
ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୨୩
ମୂଳ ହିନ୍ଦୀ : ଭୀଷ୍ମ ସାହାନୀ
ଜୀବନର ସୁଅ ଗଡ଼ି ଚାଲିଥାଏ ଯେ ଚାଲିଥାଏ । ତା’ର ଅନ୍ତ କେଉଁଠି ସେକଥା କାହାକୁ ଜଣା ନ ଥାଏ । ନିତିଦିନିଆ ସଂସାର ଜଞ୍ଜାଳ ଭିତରେ ହେଉ ଅବା କବି ଲେଖକଙ୍କ ବର୍ଣ୍ଣନାରେ ହେଉ । ଆମେ ଖାଲି ଯାହା…