Latest Odisha News
Browsing Tag

Tribal Fair

ଆଦିବାସୀ ମେଳାରେ ଜନଜାତି କଳାକାରଙ୍କ ଦ୍ୱାରା ମଞ୍ଚସ୍ଥ ବହୁଭାଷୀ ନାଟକ ଏକ ପ୍ରମୁଖ ଆକର୍ଷଣ

ଭୁବନେଶ୍ୱର : ଓଡ଼ିଶାର ଅନୁସୂଚିତ ଜନଜାତିଙ୍କ ଭାଷାର ସଂରକ୍ଷଣ, ପ୍ରଚାର ଓ ପ୍ରସାର ନିମନ୍ତେ ୟୁନିଟ୍-୧ ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବହୁଭାଷୀ ନାଟକ ମହୋତ୍ସବରେ ବାଲ୍ୟ ବିବାହ ସମ୍ପର୍କିତ ସଚେତନତା ଉପରେ ଆଧାରିତ କୋରାପୁଟିଆ ଦେଶୀଆ ଭାଷାର ଏକ ସୁନ୍ଦର ନାଟକ "ଦେଖ୍ ମେଟା…

ଫେବୃଆରି ୩ରୁ ଆଦିବାସୀ ମେଳାରେ ପ୍ରଦର୍ଶିତ ହେବ ବହୁଭାଷୀ ନାଟକର ସାଂସ୍କୃତିକ ବିଚିତ୍ରା

ଭୁବନେଶ୍ବର : ଓଡ଼ିଶାର ଅନୁସୂଚିତ ଜନଜାତିଙ୍କ ଭାଷାର ସଂରକ୍ଷଣ, ପ୍ରଚାର ଓ ପ୍ରସାର ନିମନ୍ତେ ଆସନ୍ତା ଫେବୃଆରି ୩ରୁ ୫ ତାରିଖ ମଧ୍ୟରେ ୟୁନିଟ୍-୧ ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ସାନ୍ତାଳି, ଦେଶିଆ, ହୋ ଓ ମୁଣ୍ଡାରୀ ଭାଷାରେ ତିନି ଦିନ ଧରି ବହୁଭାଷୀ ନାଟକ ମହୋତ୍ସବ ଅନୁଷ୍ଠିତ ହେବ।…

ଆଦିବାସୀ ମେଳା-୨୦୨୩ ଉଦ୍‌ଯାପିତ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୨୦ ତାରିଖରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ ଆଦିବାସୀ ମେଳା ଉଦ୍‌ଯାପିତ ହୋଇଛି । ଉଦ୍‌ଯାପନୀ ଦିବସର ଓଡ଼ିଶାର ଅନୁସୂଚିତ ଜନଜାତି ଓ…

ଆଦିବାସୀ ମେଳାର ନବମ ଦିନରେ ବୟନ ଓ ହସ୍ତଶିଳ୍ପ ସାମଗ୍ରୀର ଚାହିଦା

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗତ ଫେବୃଆରୀ ୨୦ ତାରିଖରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ଆଦିବାସୀ ମେଳା ଆଜି ନବମ ଦିବସରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆଦି ଷ୍ଟଲରେ ଗ୍ରାହକଙ୍କ ଭିଡ଼ ଅଧିକ…

ଆଦିବାସୀ ମେଳାର ଅଷ୍ଟମ ଦିବସରେ ସ୍ୱୟଂ ସହାୟକ ଗୋଷ୍ଠୀର ସଫଳତାର ଝଲକ

ଭୁବନେଶ୍ୱର : ରାଜଧାନୀର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ସରିବା ସମୟ ଆସିଲାଣି । ଜନଜାତି ଅଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଶେଷ ଭାବରେ ସେମାନଙ୍କ ଜୀବନଯାତ୍ରାରେ ପରିବର୍ତ୍ତନ ଆଣିବା କ୍ଷେତ୍ରରେ କିପରି ସହାୟକ ହୋଇଛନ୍ତି, ମେଳା ପରିସରରେ ଖୋଲିଥିବା…

ଆଦିବାସୀ ମେଳା-୨୦୨୩ ମେଳାର ସପ୍ତମ ଦିବସ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଫେବୃଆରୀ ୨୦ ତାରିଖଠାରୁ ଆରମ୍ଭ ହୋଇଥିବା ଆଦିବାସୀ ମେଳା ଆଜି ସପ୍ତମ ଦିବସରେ ପହଞ୍ଚିଛି । ଏସ୍‌ସିଏସ୍‌ଟିଆର୍‌ଟିଆଇର ପ୍ରକାଶନ ଷ୍ଟଲ,…

ପଞ୍ଚମ ଦିନରେ ଆଦିବାସୀ ମେଳା

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌୧ ସ୍ଥିତ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ଆଜି ପଞ୍ଚମ ଦିନରେ ପହଞ୍ଚିଛି । ଆଦିବାସୀମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀଗୁଡ଼ିକ ବିଶୁଦ୍ଧ ଏବଂ ଏଥିରେ ଜୈବିକ ଗୁଣ ଏ ଯାବତ୍‌ ଅକ୍ଷୁଣ୍ଣ…

ଆଦିବାସୀ ମେଳା ୨୦୨୩ର ଚତୁର୍ଥ ଦିବସ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଚାଲିଥିବା ଆଦିବାସୀ ମେଳାର ଚତୁର୍ଥ ଦିବସରେ ପରମ୍ପରା ସହିତ ପ୍ରଗତିର ଝଲକ ଦେଖିବାକୁ ମିଳୁଛି । ବଣପାହାଡ଼ ଘେରା ଆଦିବାସୀ ଅଞ୍ଚଳରେ ରହିଥିବା ଗ୍ରାମଗୁଡ଼ିକରେ ଥିବା ପ୍ରାଚୀନ ଜନଜାତି ଦୁନିଆର ୧୦ଟି ପ୍ରାଚୀନ…

ଆଦିବାସୀ ମେଳା ୨୦୨୩ର ତୃତୀୟ ଦିବସ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଥିବା ଆଦିବାସୀ ମେଳାରେ ଆଦିବାସୀମାନଙ୍କର ସାମଗ୍ରିକ ବିକାଶର ପ୍ରତିଫଳନ ଦେଖିବାକୁ ମିଳୁଛି। ବିଭିନ୍ନ ଜନଜାତି ବର୍ଗ ଦ୍ୱାରା ଉତ୍ପାଦିତ…

ଜାତୀୟ ଜନଜାତି କଳାବସ୍ତୁ ମେଳାରେ ଜମୁଛି ଭିଡ, ଚାହିଦାରେ ଲାଖ ଚୁଡି ଓ ଚିତ୍ରକଳା

ଭୁବନେଶ୍ୱର: 'ଜାତୀୟ ଜନଜାତି କଳାବସ୍ତୁ ମେଳା' ୨୦୧୯ ତଥା ଏହାର ୮ମ ସଂସ୍କରଣ ରାଜଧାନୀ ଭୁବନେଶ୍ୱରର ଜନଜାତି ସଂଗ୍ରହାଳୟ ଠାରେ ଅନୁଷ୍ଠିତ ହେଉଛି । ୭ଦିନ ଧରି ଅନୁଷ୍ଠିତ ହେଉଥିବା ଏହି ମେଳା ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ଏବଂ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ଏସଟି ଏସସି ରାଜ୍ୟ ବିକାଶ…