Latest Odisha News

BREAKING NEWS

Browsing Tag

Tribute to Pranab Mukharjee

ପ୍ରଣବ ମୁଖାର୍ଜୀଙ୍କୁ ପୁରୀ ବିଜେପି ପକ୍ଷରୁ ଶ୍ରଦ୍ଧାଂଜଳି

ପୁରୀ: ପୁରୀ ବିଜେପି ପକ୍ଷରୁ ବଗଲା ବଂଚାଅ ଆନ୍ଦୋଳନ ସ୍ଥଳରେ ଆଜି ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କର ବିୟୋଗରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦଳ ପକ୍ଷରୁ ପ୍ରଥମେ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା।…

ବାଲୁକା କଳାରେ ପ୍ରଣବଙ୍କୁ ସୁଦର୍ଶନଙ୍କ ଶ୍ରଦ୍ଧାଂଜଳି

ପୁରୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସବୁ ଦଳର ନେତା ଶ୍ରଦ୍ଧାଂଜଳି ଜଣାଇଛନ୍ତି । ପୁରୀ ବେଳାଭୂମିରେ ନିଜ ବାଲୁକା କଳାରେ ଏହି ମହାନ ଜନନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ…

ପ୍ରଣବଙ୍କ ବିୟୋଗରେ ଶୋକ, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଳୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ହୋଇଛି । ସୋମବାର ସନ୍ଧ୍ୟାରେ ୮୪ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଅନେକ ରାଜନେତା ଟ୍ୱିଟ୍ କରି ପ୍ରଣବକୁ…