Latest Odisha News

BREAKING NEWS

Browsing Tag

Triple Talaq

ଅତି ଲୋଭ ପାଇଁ ଦେଢ଼ ଲକ୍ଷ ଗଲା, ସ୍ୱାମୀ ଦେଲା ତିନି ତଲାକ୍

କେନ୍ଦ୍ରାପଡ଼ା: ସାଇବର ଠକେଇର ଶିକାର ହେବାରୁ ତିନି ତଲାକ୍ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ସଦର ଥାନା ଡେରାବିଶ ବ୍ଲକ ବାବୁରାମ ପାଟଣା ଗାଁରେ । ସାଇବର ଠକେଇର ଶିକାର ହୋଇ ଦେଢ଼ ଲକ୍ଷ ଟଙ୍କା ହରାଇବା ପରେ ଜମରୁନ୍ ବିବିଙ୍କୁ ସ୍ୱାମୀ ଶେଖ ରାଜିଦ ଫୋନରେ ତିନି ତଲାକ୍ ଦେଇଥିବା ଅଭିଯୋଗ…

ଜଷ୍ଟିସ୍ ୟୁୟୁ ଲଳିତ ହୋଇପାରନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: କିଏ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ? ଏବେ ପ୍ରଧାନ ବିଚାରପତି ଥିବା ଜଷ୍ଟିସ୍ ଏନଭି ରମଣାଙ୍କ କାର୍ଯ୍ୟକାଳ ଚଳିତ ମାସରେ ସରୁଛି । ପରବର୍ତ୍ତୀ ପ୍ରଧାନ ବିଚାରପତି ନେଇ ଜଷ୍ଟିସ୍ ୟୁୟୁ ଲଳିତଙ୍କ ନାଁ ସୁପାରିସ୍ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ୍ ଏନଭି…

ସ୍ତ୍ରୀ ନାଚିଲାନି ବୋଲି ଛାଡପତ୍ର ଦେଇ ନିଆଁରେ ପୋଡିହେଲା ସ୍ୱାମୀ

ମିରଟ: ସ୍ତ୍ରୀକୁ ବାରମ୍ବାର କହୁଥିଲା ଜିନ୍ସ ପିନ୍ଧିବାକୁ । ପ୍ରଥମେ ନିବେଦନ ପରେ ଧମକଚମକ । ଏପରିକି ସ୍ତ୍ରୀକୁ ନାଚିବାକୁ ବି ସ୍ୱାମୀ ବାଧ୍ୟ କରୁଥିଲା । ହେଲେ ଏଥିରେ ସ୍ତ୍ରୀ ରାଜି ନହେବାରୁ । ସ୍ୱାମୀ ନେଇଥିଲା ଚରମ ନିଷ୍ପତ୍ତି । ପ୍ରଥମେ ସ୍ତ୍ରୀକୁ ଛାଡପତ୍ର, ପରେ ନିଜ ଦେହରେ ନିଆଁ ବି…

ଫୋନରେ ପତ୍ନୀଙ୍କୁ ଦେଲେ ତିନି ତଲାକ, ଗିରଫ କଲା ପୋଲିସ

କଟକ: ପତ୍ନୀଙ୍କୁ ଫୋନ ମାଧ୍ୟମରେ ‘ତିନି ତଲାକ୍‌’ ଦେଇଥିବା ଅଭିଯୋଗରେ କମିଶନରେଟ୍ ପୋଲିସ ରବିବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ଅଦାଲତ ଜାମିନ ନଦେବା ଫଳରେ ଏହି ଅଭିଯୁକ୍ତଙ୍କୁ ଚୌଦ୍ୱାର ସର୍କଲ୍ ଜେଲକୁ ପଠାଇ ଦିଆଯାଇଛି । ଗଣମାଧ୍ୟମକୁ ସୂଚନାଦେଇ କଟକ ଡିସିପି ଅଖିଳେଶ୍ୱର ସିଂହ…

ପାସ୍ ହେଲା ‘ତିନି ତଲାକ୍’ ବିଲ୍

ନୂଆଦିଲ୍ଲୀ: ଲୋକସଭାରେ ତିନି ତଲାକ୍ ବିଲକୁ ମଞ୍ଜୁରୀ ମିଳିବା ପରେ ପରିଶେଷରେ ମଙ୍ଗଳବାର ଦିନ ଏହି ବିଲ୍ ରାଜ୍ୟସଭାରେ ପାସ୍ ହୋଇଛି । ମିଳିଥିବା ସୂଚନାନୁଯାୟୀ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ବିଲକୁ ଗୃହରେ ଉପସ୍ଥାପିତ କରିଥିଲେ । ଯଦି କେହି ମୁସଲିମ୍ ବ୍ୟକ୍ତି ତାଙ୍କ…

ରାଜ୍ୟସଭାରେ ତିନି ତଲାକ୍ ବିଲକୁ ବିଜେଡି ଦେବ ସମର୍ଥନ

ନୂଆଦିଲ୍ଲୀ: ଲୋକସଭାରେ ତିନି ତଲାକ୍ ବିଲକୁ ମଞ୍ଜୁରୀ ମିଳିବା ପରେ ମଙ୍ଗଳବାର ଦିନ ଏହା ରାଜ୍ୟସଭାରେ ଆଗତ ହେବାନେଇ ସମ୍ଭାବନା ରହିଛି । ଗୃହରେ କେନ୍ଦ୍ରସରକାର ଆଜି ଏହି ବିଧେୟକ ଆଣିବାକୁ ଯାଉଛନ୍ତି । ମିଳିଥିବା ସୂଚନାନୁଯାୟୀ ଏହି ବିଲକୁ ବିଜେଡି ସମର୍ଥନ ଦେଇପାରେ । ଏନେଇ ଦଳର…

ଲୋକସଭାରେ ଆଜି ପୁଣି ଆଗତ ହେବ ‘ତ୍ରିପଲ ତଲାକ’ ବିଲ୍

ନୂଆଦିଲ୍ଲୀ : ଲୋକସଭାରେ ଗୁରୁବାର ଦିନ ମୋଦି ସରକାରଙ୍କ ପକ୍ଷରୁ ‘ତ୍ରିପଲ ତଲାକ’ ବିଲ୍ ଆଗତ ହେବାନେଇ ସମ୍ଭାବନା ରହିଛି । ଗୃହରେ ଆଜି ବିଧେୟକ ଉପରେ ଆଲୋଚନା ହେବା ପରେ ଏହି ତିନି ତଲାକ ବିଲ୍ ପାସ୍ ହୋଇପାରେ । ପ୍ରାପ୍ତ ସୂଚନାନୁଯାୟୀ ଏଥିପାଇଁ ବିଜେପି ନିଜର ସମସ୍ତ ସାଂସଦଙ୍କୁ ହ୍ୱିପ୍…