ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ, ଜାଣନ୍ତୁ ଏହାର ମାହାତ୍ମ
ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଆରମ୍ଭ ହୋଇଥାଏ ଏହି ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ…