ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କୁ କରୋନା
ଓ୍ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ କରୋନା ସଂକ୍ରମିତ । ବାରୋନ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ।
୧୪ ବର୍ଷୀୟ ବାରୋନଙ୍କ ପାଖରେ କୋଭିଡର କୌଣସି ଲକ୍ଷଣ ନଥିଲା । ଓ୍ୱାଶିଂଟନର ଏକ ଘରୋଇ ସ୍କୁଲରେ…