Latest Odisha News

BREAKING NEWS

Browsing Tag

Tusker

କଇଁଥଗୋଡ଼ାରେ ଦନ୍ତା ହାତୀ ମୃତ

କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦନ୍ତାହାତୀ ମୃତ। ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ କଇଁଥଗୋଡା ନିକଟରେ ଦନ୍ତା ହାତୀର ମୃତ ଦେହ ଉଦ୍ଧାର । ବିଦ୍ୟୁତ ଜନିତ ଆଘାତ କାରଣରୁ ଦନ୍ତା ହାତୀଟିର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ହାତୀଟିର ଅନୁମାନିକ ବୟସ…

କେଉଁଝରରେ ବିଦ୍ୟୁତ ତାର ଲାଗି ଦୁଇ ହାତୀ ମୃତ

ଭୁବନେଶ୍ୱର: କେଉଁଝର ସଦର ବନାଞ୍ଚଳରେ ବିଦ୍ୟୁତ ତାର ଲାଗି ଦୁଇ ମାଇ ହାତୀଙ୍କ ମୃତ୍ୟୁ ହୋଇଛି । ସଦର ରେଞ୍ଜ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଏହି ଦୁଇ ହାତୀଙ୍କ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଘୁମୁସର ବନଖଣ୍ଡରେ ଦନ୍ତା ହାତୀ ମୃତଦେହ ଜବତ, ଦାନ୍ତ ଚୋରି

ବ୍ରହ୍ମପୁର: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡରେ ଏବେ ଅସୁରକ୍ଷିତ ହୋଇପଡ଼ିଛନ୍ତି ଦନ୍ତା ହାତୀ।ବୁଧବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବନାଞ୍ଚଳ ଓ ବେଲଗୁଣ୍ଠା ସେକ୍ସନ୍ ତଥା ଜଗନ୍ନାଥପ୍ରସାଦ ବ୍ଲକ୍ ଝାଡ଼ଭୂମି ପଞ୍ଚାୟତ କନ୍ଧନୂଆପଲ୍ଲୀ ଗ୍ରାମ ନିକଟ କାଜୁ ଜଙ୍ଗଲ ଭିତରୁ ଗୋଟିଏ ଦନ୍ତାହାତୀର…

ତାଳଚେର: ଦନ୍ତା ହାତୀ ଆକ୍ରମଣରେ ୫ ମୃତ

ତାଳଚେର : ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଗୁରୁବାର ଦିନ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୫ଜଣଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସ୍ଥାନୀୟ ଷଣ୍ଢ ଗ୍ରାମରେ ଦନ୍ତା ହାତୀ ପ୍ରବେଶ କରିଥିଲା । ପରେ ଉକ୍ତ ଗ୍ରାମର ଗୋଟିଏ ପରିବାରର…