Latest Odisha News

BREAKING NEWS

Browsing Tag

Two Arrested

ପଶ୍ଚିମବଙ୍ଗ ଚାଲାଣ ବେଳେ ୧୫୫ ଗୋରୁ ଉଦ୍ଧାର କଲା STF, ୨ ଗିରଫ

ଭୁବନେଶ୍ୱର: ଏସଟିଏଫ୍ ହାତରେ ଗୋ-ଚାଲାଣକାରୀ । ଓଡ଼ିଶାରୁ ବାହାର ରାଜ୍ୟକୁ ଗୋରୁ ଚାଲାଣ ବେଳେ ଧରା ପଡ଼଼ିଲେ ୨ ଅଭିଯୁକ୍ତ । ଶନିବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗ ଚାଲାଣ ବେଳେ ଏସଟିଏଫ୍ ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ସାହାପୁର ହାଟ ପଡ଼ିଆ ନିକଟରୁ ଏକ ଗୋରୁ ଭର୍ତ୍ତି ୧୬ ଚକିଆ…

୨୨ଟି ଚୋରି ବାଇକ୍ ଉଦ୍ଧାର, ୨ ଜଣଙ୍କୁ କୋର୍ଟ ଚାଲାଣ

ନୂଆପଡ଼ା: ନୂଆପଡା ଜିଲ୍ଲା ଖଡ଼ିଆଳ ପୋଲିସ ଏକ ବାଇକ୍ ଚୋରି ରାକେଟର ପର୍ଦ୍ଦାଫାସ୍ କରିଛି । ବିଭିନ୍ନ ସ୍ଥାନରୁ ବାଇକ୍ ଚୋରି କରୁଥିବା ୨ ଚୋରଙ୍କ ସହ ସହାୟତା କରୁଥିବା ୪ ସହଯୋଗୀଙ୍କୁ ଖଡ଼ିଆଳ ଥାନା ପୋଲିସ ଧରିଛି । ୨ ମୁଖ୍ୟ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ ୪…

କାଠ ଭର୍ତ୍ତି ଗାଡ଼ି ଜବତ, ୨ ଗିରଫ

ସୁବର୍ଣ୍ଣପୁର: କାଠ ବୋଝେଇ ଗାଡ଼ି ଜବତ । ମାମଲାରେ ୨ ଜଣ ଗିରଫ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ମହାନଦୀ ବ୍ରିଜ୍ ଉପରେ ବନ ବିଭାଗ କର୍ମଚାରୀ ପାଟ୍ରୋଲିଂ କରୁଥିଲେ । ଏହି ସମୟରେ ଏକ ଟାଟା ଏସି ଦ୍ରୁତଗତିରେ ଉଲୁଣ୍ଡା ପଟୁ ଆସୁଥିବା ବେଳେ ଅଟକାଇ ଥିଲେ ବନ ବିଭାଗ କର୍ମଚାରୀ । ଯାଞ୍ଚ…

[ଦେଖନ୍ତୁ ଭିଡିଓ] ଡାକ୍ତରଙ୍କୁ ମାଡ଼ ମାରି ବନ୍ଧା ହେଲେ ୨ ଅଭିଯୁକ୍ତ

ନୂଆପଡ଼ା: ବିଚ୍ ରାସ୍ତାରେ ଡାକ୍ତରଙ୍କୁ ମାଡ଼ । ଚପଲରେ ମାଡ଼ ମାରି ବନ୍ଧାହେଲେ ୨ ଅଭିଯୁକ୍ତ । ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଦିନବନ୍ଧୁ ମହାନନ୍ଦଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି । ୨ ଅଭିଯୁକ୍ତ ହେଲେ ଦୁଧେସ ମୁଁଗରୀ ଓ ପ୍ରବୀଣ ପଟେଲ । ଉଭୟଙ୍କୁ ଗିରଫ ପରେ…

[ଦେଖନ୍ତୁ ଭିଡିଓ] ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ୩୨ ଲକ୍ଷ ଟଙ୍କା ଠକେଇ:୨ ଗିରଫ

ଭୁବନେଶ୍ବର: ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ । ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ଇନଫୋସିଟଇ ଥାନା ପୋଲିସ । କଲେଜରେ ନାମ ଲେଖାଇବାକୁ କହି  ଧରାଛୁଆଁ ଦେଇ ନଥିଲେ। ଏହାପରେ ବାଧ୍ୟ ହୋଇ ଛାତ୍ରୀଜଣକ ଏନେଇ ଇନଫୋସିଟି ଥାନାରେ…

ଚାଲିଥିଲା ବାଘଛାଲ ଡିଲ୍‌, ମାଡିବସିଲା ବାରିପଦା ବନ ବିଭାଗ

ବାରିପଦା: ମୟୁରଭଂଜ ଜିଲ୍ଲାରେ ଚାଂଚଲ୍ୟ ଖେଳାଇଛି ବାଘଛାଲ ଡିଲ୍ । ଏହି ମାମଲାରେ ବାରିପଦା ବନ ବିଭାଗ ହାତରେ ଧରାପଡିଛନ୍ତି ଦୁଇ ଅଭିଯୁକ୍ତ । ଅଧିକ ତଥ୍ୟ ପାଇଁ ଗିରଫ ଅଭିଯୁକ୍ତଙ୍କୁ ପଚରାଉଚରା ଜାରି ରହିଛି । ବାରିପଦାର ଏକ ହୋଟେଲରେ ଚାଲିଥିଲା ବାଘଛାଲ ଡିଲ୍ । କୌଣସି ସୁତ୍ରରୁ ଖବର ପାଇ…

କଟକ ମଙ୍ଗୁଳି ଛକରୁ ଗଞ୍ଜେଇ ଜବତ, ୨ ଗିରଫ

କଟକ: ବୌଦ୍ଧରୁ ବାଲେଶ୍ୱର ଗଞ୍ଜେଇ ଚାଲାଣ ବେଳେ କଟକ ମଙ୍ଗୁଳି ଛକରୁ ଧରାପଡ଼ିଲା । ଜବତ ହୋଇଛି ବିପୁଳ ପରିମାଣରେ ଗଞ୍ଜେଇ । ୧୦୫ କେଜି ଗଞ୍ଜେଇ ଜବତ କରିଛି କଟକ ଅବକାରୀ ଫ୍ଲାଇଂ ସ୍କ୍ୱାଡ୍ । ଏହି ଘଟଣାରେ ଦୁଇ ଜଣଙ୍କ ଗିରଫ କରାଯାଇଛି । କାର୍ ବି ଜବତ ହୋଇଛି । ଆଜି କୌଣସି ସୂତ୍ରରୁ ଅବକାରୀ…

ନକଲି ପାନ ମସଲା ଜବତ, ଦୁଇ ଅଭିଯୁକ୍ତ ଅଟକ 

ଜଳେଶ୍ବର : ଜଳେଶ୍ବରରୁ ନକଲି ସାମଗ୍ରୀ ଜବତ । ଜଳେଶ୍ବର ଷ୍ଟେସନ ବଜାରରେ ଚଢାଉ କରି ନକଲି ପାନ ମସଲା ଜବତ କରିଛି ଏସଟିଏଫ୍ । ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି । ଅଟକ ଦୁଇ ଜଣ ହେଲେ ଚନ୍ଦନ ଚୌରାସିଆ ଓ ଅଶୋକ ସାହୁ । ଦୁଇ ବେପାରୀଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି ଏସଟିଏଫ ଟିମ ।…

ବ୍ରହ୍ମପୁରରେ IPL ବେଟିଂ: ଦୁଇ ଜଣ ଗିରଫ, ଲକ୍ଷାଧିକ ଟଙ୍କା ଜବତ

ବ୍ରହ୍ମପୁର: ଆଇପିଏଲ୍ ବେଟିଂ ଚାଲିଥିଲା । ଖବର ପାଇଁ ଚଢ଼ାଉ କରିଥିଲା ବ୍ରହ୍ମପୁର ପୋଲିସ । ଏହି ଗ୍ୟାଙ୍ଗର ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୩୩ ଲକ୍ଷ ୬୧ ହଜାର ୨୦୦ ଟଙ୍କା ଜବତ ହୋଇଛି । ଆଇପିଏଲ୍ ବେଟିଂ ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ବିଭିନ୍ନ…

ବେଆଇନ୍ ମଦ ବିକ୍ରି ବେଳେ ଚଢାଉ, ୨ ଗିରଫ

ଭୁବନେଶ୍ୱର: ବେଆଇନ ବିଦେଶ ମଦ ବିକ୍ରି ବେଳେ ସ୍ପେଶାଲ୍ ସ୍କ୍ୱାଡର ଚଢ଼ାଉ । ବାଲିଅନ୍ତା ଥାନା ଅନ୍ତର୍ଗତ ତଳଗଡ଼ରୁ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ କଟକ ଖାନନଗର ଅଞ୍ଚଳର ଅରୁଣ ପ୍ରଧାନ ଓ ତଳଗଡ଼ର ସଞ୍ଜୟ ଭୋଇ । ଚଢ଼ାଉ ବେଳେ ପୋଲିସ ବିଭିନ୍ନ ବ୍ରାଣ୍ଡର ୨୧୨ ବୋତଲ ବିଦେଶୀ ମଦ…