Latest Odisha News

BREAKING NEWS

Browsing Tag

Two Day Visit

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାମନାଥ କୋବିନ୍ଦ, ୨୨ରେ ଯିବେ ପୁରୀ, ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପ୍ରଶାସନର…

ପୁରୀ: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୧ ତାରିଖରୁ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨୨ ତାରିଖରେ ତାଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ରାଉରକେଲା ଏବଂ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ସହ କୋଣାର୍କ ଯିବାର ମଧ୍ୟ କାର୍ଯ୍ୟକ୍ରମ…

ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ପାଇଁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ 

କେନ୍ଦୁଝର:ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ । ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ପାଇଁ ଦୁଇ ଦିନିଆ ଗସ୍ତରେ ଯାଇଛନ୍ତି ସୁରେଶ ଚନ୍ଦ୍ର ମହାପାତ୍ର । ଏହି ସମୟରେ ଜାତୀୟ ରାଜପଥର ସମ୍ପୂର୍ଣ୍ଣିକରଣ, କାନପୁର ବୃହତ ଜଳ ପ୍ରକଳ୍ପ ଯୋଜନା, ମେଡିକାଲ କଲେଜ, ଓ ମେଗା ପାନୀୟ…

୨ ଦିନିଆ ମାଳଦ୍ୱୀପ ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଂକର, ଦୁଇ ଦେଶ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ନୂଆଦିଲ୍ଲୀ: ଦୁଇ ଦିନିଆ ମାଳଦ୍ୱୀପ ଗସ୍ତରେ ପ୍ରତିରକ୍ଷାମନ୍ତ୍ରୀ ଏସ.ଜୟଶଂକର । ମାଳଦ୍ୱୀପର ସର୍ବଦା ଏକ ଭରସାଯୋଗ୍ୟ ପ୍ରତିରକ୍ଷା ସହଯୋଗୀ ହୋଇ ଭାରତ ରହିବ ବୋଲି ମାଳଦ୍ୱୀପ ଗସ୍ତ କରୁଛନ୍ତି  ବୋଲି କହିଛନ୍ତି ଏସ.ଜୟଶଂକର । ସେ ଆହୁରି କହିଛନ୍ତି କି ଭାରତ ମାଳଦ୍ୱୀପ ସହିତ ୫ କୋଟି ଡଲାରର…