୬ରୁ ଖୋଲିବ ଐତିହାସିକ ସ୍ମାରକ, ସଂଗ୍ରାହଳୟ ଓ ପର୍ଯ୍ୟଟନସ୍ଥଳ
ଭୁବନେଶ୍ୱର: ଆସନ୍ତା ଜୁଲାଇ ୬ରୁ ରାଜ୍ୟରେ ଖୋଲିବ ପର୍ଯ୍ୟଟନ ସ୍ଥଳି । ଏଥିସହ ଐତିହାସିକ ସ୍ମାରକ ଓ ସଂଗ୍ରାହଳୟ ମଧ୍ୟ ଖୋଲିବ । ଏନେଇ ଭାରତ ପ୍ରତ୍ନତତ୍ତ୍ୱ ବିଭାଗ ସୂଚନା ଦେଇଛି । ତେବେ ପୂଜାପାଠ ହେଉଥିବା ଧାର୍ମିକ ଓ ପର୍ଯ୍ୟଟନସ୍ଥଳି ଖୋଲିବ ନାହିଁ ।
ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୩୧ଟି…