Latest Odisha News
Browsing Tag

udit narayan

ଖଡ଼ିଆଳ ମହୋତ୍ସବ : ଉଦିତ୍‌ଙ୍କ ଗୀତରେ ଝୁମିଲେ ଦର୍ଶକ

ନୂଆପଡା : ଖଡ଼ିଆଳ ମହୋତ୍ସବରେ ଉଦିତ୍‌ ନାରାୟଣଙ୍କ ଗୀତରେ ଝୁମିଲେ ଲକ୍ଷ ଲକ୍ଷ ଦର୍ଶକ ।  ନୂଆପଡ଼ା ଜିଲ୍ଲା ଖଡ଼ିଆଳ ରାଜା ଅର୍ତ୍ତତ୍ରାଣ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଳା, ସଂସ୍କୃତି,ଐତିହ୍ୟ, ସାହିତ୍ୟ ତଥା ଲୋକ କଳାର ବାର୍ତ୍ତାବହ ସାଜିଥିବା ଖଡ଼ିଆଳ ମହୋତ୍ସବ ୨୦୨୩  ଗୁରୁବାର ଷ୍ଟାର…

୬୫ ବର୍ଷରେ ପଦାର୍ପଣ କଲେ ବଲିଉଡ୍‌ର ମେଲୋଡି କିଙ୍ଗ୍‌‌ ଉଦିତ ନାରାୟଣ

ନୂଆଦିଲ୍ଲୀ: ବଲିଉଡର ପ୍ରସିଦ୍ଧ ଗାୟକ ଉଦିତ ନାରାୟଣଙ୍କର ଆଜି ୬୫ ତମ ଜନ୍ମଦିନ ପାଳନ କରୁଛନ୍ତି। ଉଦିତ ନାରାୟଣ ତାଙ୍କର ମେଲୋଡି ସ୍ୱର ଏବଂ ସବୁବେଳେ ହସୁଥିବା ଚେହେରା ଯୋଗୁଁ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ପରିଚୟ ସୃଷ୍ଟି କରିଛନ୍ତି। ଉଦିତ ନାରାୟଣ ଅମିତାଭ ବଚ୍ଚନ, ଶାହରୁଖ ଖାନ, ରାଜେଶ…