Latest Odisha News
Browsing Tag

UGC

ୟୁଜିସି ଅଧ୍ୟକ୍ଷଙ୍କ ବଡ଼ ଘୋଷଣା, ଏଣିକି ଆଞ୍ଚଳିକ ଭାଷାରେ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ : ଏଣିକି ଛାତ୍ରଛାତ୍ରୀମାନେ ଆଞ୍ଚଳିକ ଭାଷାରେ ପରୀକ୍ଷା ଦେଇପାରିବେ । ଏନେଇ ଅନୁମତି ପ୍ରଦାନ କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦେଶର ସମସ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ କହିଛି। ଇଂଲିଶ୍ ମିଡିୟମ୍ ହୋଇଥିଲେ ମଧ୍ୟ ଛାତ୍ରଛାତ୍ରୀମାନେ ଆଞ୍ଚଳିକ ଭାଷାରେ ପରୀକ୍ଷା…

ସହକାରୀ ପ୍ରାଧ୍ୟାପକ ହେବାକୁ PhD ବାଧ୍ୟତାମୂଳକ ନୁହେଁ – UGC

ନୂଆଦିଲ୍ଲୀ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ- UGC ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି । ଘୋଷଣା ଅନୁସାରେ ଏଣିକି ଆସିଷ୍ଟାଣ୍ଟ ପ୍ରଫେସର ପଦ ପାଇଁ PhD ବାଧ୍ୟତାମୂଳକ ନୁହଁ। ସ୍ନାତକୋତ୍ତର ପରେ ଜାତୀୟ ଯୋଗ୍ୟତା ପରୀକ୍ଷା(NEET)ରେ ଉତ୍ତୀର୍ଣ୍ଣ ଆଶାୟୀ ଆସିଷ୍ଟାଣ୍ଟ ପ୍ରଫେସର ବା…

୩ ବର୍ଷରେ ମିଳିବନି ଅନର୍ସ ଡିଗ୍ରୀ !

ନୂଆଦିଲ୍ଲୀ: ସ୍ନାତକ ଅନର୍ସ ଡିଗ୍ରୀ ହାସଲ ପାଇଁ ଏଣିକି ୪ ବର୍ଷ ପଢ଼ିବାକୁ ପଡ଼ିବ । ନୂତନ ଜାତୀୟ ଶିକ୍ଷା ନୀତି ଅନୁସାରେ, ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ୪ ବର୍ଷିଆ ଅଣ୍ଡରଗ୍ରାଜୁଏଟ୍ ପ୍ରୋଗ୍ରାମର ଚିଠା ପ୍ରସ୍ତୁତ କରିଛି । ଯାହାର ଘୋଷଣା ଡିସେମ୍ବର ୧୨ ସୋମବାର ହୋଇପାରେ । ୟୁଜିସିର…

ଆଞ୍ଚଳିକ ଭାଷାରେ ପଢ଼ାଯିବ ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ

ନୂଆଦିଲ୍ଲୀ: ସହଜ ହେବ ଶିକ୍ଷାଦାନ । ସ୍ଥାନୀୟ ଭାଷାକୁ ଗୁରୁତ୍ୱ ଦେଇ ଶିକ୍ଷାଦାନକୁ ଆହୁରି ସରଳ କରିବା ସହ ବୋଧଗମ୍ୟ କରିବାକୁ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଜାତୀୟ ଶିକ୍ଷା ନୀତି ଅନୁସାରେ, ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମକୁ ସାରା ଦେଶରେ ଆଞ୍ଚଳିକ ଭାଷାରେ ଶିକ୍ଷାଦାନ ଲାଗି…

ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ନେଇ ସତର୍କ କଲା UGC

ଭୁବନେଶ୍ୱର: ଦେଶରେ ୨୧ଟି ନକଲି ବିଶ୍ୱବିଦ୍ୟାଳୟ ରହିଛି । ଏନେଇ ୟୁନିଭରସିଟି ଗ୍ରାଣ୍ଟ କମିଶନ (UGC) ସତର୍କ କରାଇଛନ୍ତି । ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଥିବା ଜଣାପଡ଼ିଛି । ଗୋଟିଏ ରାଉରକେଲା ଓ ଗୋଟିଏ ନକଲି ବିଶ୍ୱବିଦ୍ୟାଳୟ ବାରିପଦାରେ ରହିଛି । ରାଉରକେଲାରେ ନବଭାରତ ଶିକ୍ଷା…

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟରେ ଭୀମ ଭୋଇ ଚେୟାର ପ୍ରତିଷ୍ଠା

ନୂଆଦିଲ୍ଲୀ: ଓଡ଼ିଶାର ମହାନ ସନ୍ଥ କବି ତଥା ମହିମା ଧର୍ମର ମହାନ ପ୍ରଚାରକ ଭୀମ ଭୋଇଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ସମ୍ମାନ ପ୍ରଦର୍ଶନ । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ କାଳଜୟୀ କବି ସନ୍ଥ ଭୀମ ଭୋଇଙ୍କ ନାମରେ ପ୍ରତିଷ୍ଠା ହେବ ଚେୟାର । ସୋମବାର ୟୁଜିସି ଯୁଗ୍ମ ସଚିବ ଜିତେନ୍ଦ୍ର କୁମାର ତ୍ରିପାଠୀ…

ସିୟୁଇଟି ପରୀକ୍ଷା ବ୍ୟବସ୍ଥା ଉଚ୍ଛେଦ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଷ୍ଟାଲିନ

ଚେନ୍ନାଇ: ତାମିଲାନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସିୟୁଇଟି(କମନ ୟୁନିଭରସିଟି ଏଣ୍ଟ୍ରାସ ଏକଜାମ)କୁ ଉଚ୍ଛେଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ଷ୍ଟାଲିନ ଚିଠିରେ କାରଣ ଦର୍ଶାଇଛନ୍ତି ଯେ, ଏହି ପରୀକ୍ଷା ପିଲାଙ୍କ ଉପରେ ବୋଝ ଲଦୁଛି । ଏବଂ ଜାତୀୟ…

ଦେଶରେ ୨୪ଟି ଠକ ବିଶ୍ୱବିଦ୍ୟାଳୟ, ଓଡ଼ିଶାରେ ଅଛି ୨ଟି

ନୂଆଦିଲ୍ଲୀ: ଦେଶରେ ଛତୁ ଫୁଟିଲା ଭଳି ଶିକ୍ଷାନୁଷ୍ଠାନ । ବଡ଼ ବଡ଼ ବିଶ୍ୱବିଦ୍ୟାଳୟ ବି ରହିଛି । କିନ୍ତୁ ନକଲି ବିଶ୍ୱବିଦ୍ୟାଳୟ ସଂଖ୍ୟା ବି କିଛି କମ୍ ନୁହେଁ । ଏବେ ଦେଶରେ ସେଭଳି ୨୪ଟି ଠକ ବିଶ୍ୱବିଦ୍ୟାଳୟ ରହିଛି । ସେଗୁଡ଼ିକୁ ଫେକ୍ ୟୁନିଭର୍ସିଟି ଭାବରେ ଘୋଷଣା କରିଛି ୟୁସିଜି । ଏନେଇ…

୨୦୨୧ ୟୁଜିସି ନେଟ୍‌ ପରୀକ୍ଷା ତାରିଖ ଘୋଷଣା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ଘୋଷଣା ହେଲା ୨୦୨୧ ୟୁଜିସି ନେଟ୍‌ ପରୀକ୍ଷା ତାରିଖ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ୟୁଜିସି ନେଟ୍ ପାଇଁ ତାରିଖ ଘୋଷଣା କରିଛନ୍ତି । ଜାତୀୟ ପରୀକ୍ଷା ଏଜେନ୍‌ସି ୨, ୩, ୪, ୫, ୬, ୭, ୧୦, ୧୧, ୧୨, ୧୪ ଏବଂ ୧୭ ମେ ୨୦୨୧ରେ ୟୁଜିସି ନେଟ୍‌ ପରୀକ୍ଷା…

ୟୁଜି, ପିଜି ପ୍ରଥମ ବର୍ଷ ଛାତ୍ର-ଛାତ୍ରୀଙ୍କ ପାଇଁ ଆସିଲା ନିର୍ଦେଶାବଳୀ

ନୂଆଦିଲ୍ଲୀ: ୟୁଜିସି ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ପ୍ରଥମ ବର୍ଷର ଗ୍ରାଜୁଏଟ (ୟୁଜି) ଏବଂ ସ୍ନାତକୋତ୍ତର (ପିଜି) ଛାତ୍ରଛାତ୍ରୀ ମାନଙ୍କ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। ଶୁକ୍ରବାର ଦିନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖ୍ରିଆଲ୍ ନିଶଙ୍କ ଟ୍ୱିଟରରେ ଛାତ୍ରଛାତ୍ରୀଙ୍କୁ ଏହା…