ୟୁଜିସିର ନୂଆ ନିୟମ, ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତିରେ ପିଏଚ୍ଡି ବାଧ୍ୟତାମୂଳକ ନୁହେଁ
ଓଡ଼ିଶା ସମ୍ବାଦ ବ୍ୟୁରୋ: ଏଣିକି ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତି ପାଇଁ ପିଏଚ୍ଡି ବାଧ୍ୟତାମୂଳକ ନୁହେଁ। ନିୟମ ପରିବର୍ତ୍ତନ କରିଛି ୟୁନିଭରସିଟି ଗ୍ରାଣ୍ଟ କମିଶନ। କଲେଜରେ ପ୍ରଫେସର ହେବା ପାଇଁ ଆଉ ଏବେ ପିଏଚଡି କରିବାର ଆବଶ୍ୟକ ନାହିଁ। ନୂଆ ନିୟମ ୧…