ଭାରତ ଆସୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ, ମୁଖ୍ୟ ପ୍ରସଙ୍ଗ ଉପରେ ହେବ ଆଲୋଚନା
ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଆସନ୍ତା ସପ୍ତାହରେ ଭାରତ ଆସୁଛନ୍ତି । ଏହି ଗସ୍ତ ସମୟରେ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ସହ ଭେଟ କରିବେ । ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କ୍ରମରେ ବୋରିସଙ୍କ ଭାରତ ଗସ୍ତକୁ ନେଇ ସବୁଠି ଚର୍ଚ୍ଚା ଜୋର ଧରିଛି । କାରଣ ଗୋଟିଏ…